ଯୋହନ 7:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 କେହି ଯଦି ତାହାଙ୍କର ଇଚ୍ଛା ସାଧନ କରିବାକୁ ଇଚ୍ଛୁକ ହୁଏ, ତାହାହେଲେ ଏହି ଶିକ୍ଷା ଈଶ୍ବରଙ୍କଠାରୁ ଉତ୍ପନ୍ନ, ନା ମୁଁ ଆପଣାଠାରୁ କହୁଅଛି, ତାହା ସେ ଜାଣିବ। Gade chapit laପବିତ୍ର ବାଇବଲ (Re-edited) - (BSI)17 କେହି ଯଦି ତାହାଙ୍କର ଇଚ୍ଛା ସାଧନ କରିବାକୁ ଇଚ୍ଛୁକ ହୁଏ, ତାହାହେଲେ ଏହି ଶିକ୍ଷା ଈଶ୍ଵରଙ୍କଠାରୁ ଉତ୍ପନ୍ନ, ନା ମୁଁ ଆପଣାଠାରୁ କହୁଅଛି, ତାହା ସେ ଜାଣିବ। Gade chapit laଓଡିଆ ବାଇବେଲ17 କେହି ଯଦି ତାହାଙ୍କର ଇଚ୍ଛା ସାଧନ କରିବାକୁ ଇଚ୍ଛୁକ ହୁଏ, ତାହାହେଲେ ଏହି ଶିକ୍ଷା ଈଶ୍ୱରଙ୍କଠାରୁ ଉତ୍ପନ୍ନ, ନା ମୁଁ ଆପଣାଠାରୁ କହୁଅଛି, ତାହା ସେ ଜାଣିବ । Gade chapit laପବିତ୍ର ବାଇବଲ (CL) NT (BSI)17 ଯେ କେହି ଈଶ୍ୱରଙ୍କ ଇଚ୍ଛା ସାଧନ କରିବାକୁ ଇଚ୍ଛୁକ, ସେ ଜାଣିପାରିବ, ମୁଁ ଦେଉଥିବା ଶିକ୍ଷା ଈଶ୍ୱରଙ୍କଠାରୁ ଆଗତ, ନା, ତାହା ମୋ’ ନିଜ କ୍ଷମତା ବଳରେ ମୁଁ କହୁଛି। Gade chapit laପବିତ୍ର ବାଇବଲ17 ପରମେଶ୍ୱର ଯାହା ଗ୍ଭହାନ୍ତି ଯଦି କୌଣସି ବ୍ୟକ୍ତି ସେହି ଅନୁଯାୟୀ କାର୍ଯ୍ୟ କରେ, ମୋର ଉପଦେଶ ପରମେଶ୍ୱରଙ୍କଠାରୁ ଆସିଛି ନା ନାହିଁ, ତାହା ସେ ଜାଣି ପାରିବ। ସେ ବ୍ୟକ୍ତି ଜାଣି ପାରିବ ଯେ ଏ ଉପଦେଶ ମୋ’ ନିଜର ନୁହେଁ। Gade chapit la |