Biblia Todo Logo
Bib sou entènèt

- Piblisite -




ଯୋହନ 7:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯେ ଆପଣାରୁ କହେ, ସେ ନିଜ ଗୌରବ ଅନ୍ୱେଷଣ କରେ, କିନ୍ତୁ ଯେ ଆପଣା ପ୍ରେରଣକର୍ତ୍ତାଙ୍କ ଗୌରବ ଅନ୍ୱେଷଣ କରେ, ସେ ସତ, ଆଉ ତାହାଠାରେ କୌଣସି ଅଧର୍ମ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଯେ ଆପଣାରୁ କହେ, ସେ ନିଜ ଗୌରବ ଅନ୍ଵେଷଣ କରେ, କିନ୍ତୁ ଯେ ଆପଣା ପ୍ରେରଣକର୍ତ୍ତାଙ୍କ ଗୌରବ ଅନ୍ଵେଷଣ କରେ, ସେ ସତ୍, ଆଉ ତାହାଠାରେ କୌଣସି ଅଧର୍ମ ନାହିଁ।

Gade chapit la Kopi

ଓଡିଆ ବାଇବେଲ

18 ଯେ ଆପଣାରୁ କହେ, ସେ ନିଜ ଗୌରବ ଅନ୍ୱେଷଣ କରେ, କିନ୍ତୁ ଯେ ଆପଣା ପ୍ରେରଣକର୍ତ୍ତାଙ୍କ ଗୌରବ ଅନ୍ୱେଷଣ କରେ, ସେ ସତ, ଆଉ ତାହାଠାରେ କୌଣସି ଅଧର୍ମ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ଯେ ନିଜ କ୍ଷମତା ବଳରେ କଥା କହେ, ନିଜକୁ ଗୌରବାନ୍ୱିତ କରିବା ତା’ର ଉଦ୍ଦେଶ୍ୟ। କିନ୍ତୁ ଯେ ତା’ର ପ୍ରେରଣକର୍ତ୍ତାଙ୍କୁ ଗୌରବାନ୍ୱିତ କରିବାକୁ ଚାହେଁ, ସେ ସତ୍ୟବାଦୀମିଥ୍ୟାର ଆଶ୍ରୟ ସେ ନିଏ ନାହିଁ।

Gade chapit la Kopi

ପବିତ୍ର ବାଇବଲ

18 ଯେଉଁ ଲୋକ ନିଜର ଚିନ୍ତାଧାରା ପ୍ରଗ୍ଭର କରେ, ସେ ନିଜ ପାଇଁ ସମ୍ମାନ ଗ୍ଭହେଁ କିନ୍ତୁ ଯେଉଁ ଲୋକ ନିଜ ପ୍ରେରଣକର୍ତ୍ତାଙ୍କର ସମ୍ମାନ ଗ୍ଭହେଁ, ସେ ସତ୍ୟ କହେ। ତା’ ପାଖରେ କିଛି ମିଥ୍ୟା ନାହିଁ।

Gade chapit la Kopi




ଯୋହନ 7:18
19 Referans Kwoze  

ମୁଁ ମନୁଷ୍ୟମାନଙ୍କଠାରୁ ଗୌରବ ଗ୍ରହଣ କରେ ନାହିଁ,


ଯଦ୍ୟପି ଖ୍ରୀଷ୍ଟଙ୍କ ପ୍ରେରିତ ସ୍ୱରୂପେ ଆମ୍ଭେମାନେ ସମ୍ଭ୍ରମ ଦାବି କରିପାରିଥାଆନ୍ତୁ, ତଥାପି ତୁମ୍ଭମାନଙ୍କଠାରୁ ହେଉ ବା ଅନ୍ୟ କାହାରିଠାରୁ ହେଉ କୌଣସି ମନୁଷ୍ୟଠାରୁ ଗୌରବ ପାଇବାକୁ ଚେଷ୍ଟା କରି ନାହୁଁ।


ପିତଃ, ଆପଣା ନାମ ମହିମାନ୍ୱିତ କର।” ସେଥିରେ ଆକାଶରୁ ଏହି ବାଣୀ ହେଲା, ଆମ୍ଭେ ତାହା ମହିମାନ୍ୱିତ କରିଅଛୁ, ଆଉ ପୁନର୍ବାର ମହିମାନ୍ୱିତ କରିବୁ।


କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ବରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ବରଙ୍କଠାରୁ ଶକ୍ତିପ୍ରାପ୍ତ ଲୋକ ପରି ସେବା କରୁ, ଯେପରି ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍‍।


ଅତଏବ ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର, ‘ହେ ଆମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ।


ବହୁତ ମହୁ ଖାଇବାର ଯେପରି ଭଲ ନୁହେଁ, ସେପରି ମନୁଷ୍ୟମାନେ ଆପଣା ଗୌରବ ଅନୁସନ୍ଧାନ କରିବାର ଗୌରବ ନୁହେଁ।


ତେବେ ମୋଶା କହିଲେ, “ତୁମ୍ଭେ ମୋʼ ସକାଶୁ କʼଣ ଈର୍ଷା କରୁଅଛ? ପରମେଶ୍ୱର କରନ୍ତୁ, ସଦାପ୍ରଭୁଙ୍କର ସମସ୍ତ ଲୋକ ଭବିଷ୍ୟଦ୍‍ବକ୍ତା ହୁଅନ୍ତୁ ଓ ସଦାପ୍ରଭୁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ!”


କିନ୍ତୁ ଯୀଶୁ ତାହା ଶୁଣି କହିଲେ, “ଏହି ପୀଡ଼ା ମୃତ୍ୟୁ ନିମନ୍ତେ ନୁହେଁ, ମାତ୍ର ଈଶ୍ବରଙ୍କ ଗୌରବ ନିମନ୍ତେ, ଯେପରି ତଦ୍ୱାରା ଈଶ୍ବରଙ୍କ ପୁତ୍ର ଗୌରବପ୍ରାପ୍ତ ହୁଅନ୍ତି।”


ଯୀଶୁ ଉତ୍ତର ଦେଲେ, “ମୁଁ ଯଦି ନିଜର ଗୌରବ କରୁଥାଏ, ତେବେ ମୋହର ଗୌରବ କିଛି ନୁହେଁ; ମୋହର ଯେଉଁ ପିତାଙ୍କୁ ତୁମ୍ଭେମାନେ ତୁମ୍ଭମାନଙ୍କ ଈଶ୍ବର ବୋଲି କହୁଅଛ, ସେ ମୋହର ଗୌରବ କରୁଅଛନ୍ତି;


କାରଣ ସେମାନେ ଈଶ୍ବରଙ୍କଠାରୁ ଗୌରବ ଅପେକ୍ଷା ବରଂ ମନୁଷ୍ୟମାନଙ୍କଠାରୁ ଗୌରବ ଭଲ ପାଇଲେ।


ସେ ଧାର୍ମିକ ଅଟନ୍ତି, ଏହା ଯଦି ଜାଣ, ତେବେ ଯେ କେହି ଧର୍ମାଚରଣ କରେ, ସେ ଯେ ତାହାଙ୍କଠାରୁ ଜାତ, ଏହା ମଧ୍ୟ ଜାଣ।


Swiv nou:

Piblisite


Piblisite