Biblia Todo Logo
Bib sou entènèt

- Piblisite -




ଯୋହନ 7:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ବାହ୍ୟ ବିଷୟ ଦେଖି ବିଚାର ନ କରି ଉଚିତ୍ ନ୍ୟାୟବିଚାର କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ବାହ୍ୟ ବିଷୟ ଦେଖି ବିଚାର ନ କରି ନ୍ୟାୟବିଚାର କର।

Gade chapit la Kopi

ଓଡିଆ ବାଇବେଲ

24 ବାହ୍ୟ ବିଷୟ ଦେଖି ବିଚାର ନ କରି ନ୍ୟାୟବିଚାର କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ବାହ୍ୟ ବିଷୟକୁ ମାନଦଣ୍ଡ କରି ବିଚାର କର ନାହିଁ; ପ୍ରକୃତ ମାନଦଣ୍ଡ ଦ୍ୱାରା ବିଚାର କର।”

Gade chapit la Kopi

ପବିତ୍ର ବାଇବଲ

24 କୌଣସି ବିଷୟର ବାହ୍ୟରୂପ ଦେଖି ବିଗ୍ଭର କର ନାହିଁ। ପ୍ରକୃତରେ ଯାହା ଠିକ୍, ତଦନୁଯାୟୀ ବିଗ୍ଭର କର।”

Gade chapit la Kopi




ଯୋହନ 7:24
17 Referans Kwoze  

ତାହାହେଲେ ଭଲ କରିଥାଅ; କିନ୍ତୁ ଯଦି ମନୁଷ୍ୟର ମୁଖାପେକ୍ଷା କର, ତାହାହେଲେ ପାପ କରୁଅଛ, ପୁଣି, ସେହି ବ୍ୟବସ୍ଥା ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୋଇଥାଅ।


ତୁମ୍ଭେମାନେ ମନୁଷ୍ୟ ଭାବରେ ବିଚାର କରିଥାଅ, ମୁଁ କାହାରି ବିଚାର କରେ ନାହିଁ।


ହେ ମୋହର ଭାଇମାନେ, ଆମ୍ଭମାନଙ୍କ ଗୌରବମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବାରୁ ମନୁଷ୍ୟର ମୁଖାପେକ୍ଷା କର ନାହିଁ।


ଏସବୁ ମଧ୍ୟ ଜ୍ଞାନୀମାନଙ୍କ କଥା। ବିଚାରରେ ମନୁଷ୍ୟର ମୁଖାପେକ୍ଷା କରିବା ଭଲ ନୁହେଁ।


ଯେ ଦୁଷ୍ଟକୁ ନିର୍ଦ୍ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ, ସେ ଦୁହେଁ ସଦାପ୍ରଭୁଙ୍କଠାରେ ସମାନ ରୂପେ ଘୃଣିତ।


କିମ୍ବା ମୋହର ଗୋଡ଼ ତଳେ ବସ, ତାହାହେଲେ ତୁମ୍ଭେମାନେ କଅଣ ଆପଣା ଆପଣା ମଧ୍ୟରେ ଭେଦାଭେଦ ରଖି ବିପରୀତ ବ୍ୟବହାର ଏବଂ ମନ୍ଦ ଭାବରେ ବିଚାର କରୁ ନାହଁ?


ତୁମ୍ଭେମାନେ ବିଚାରରେ ଅଧର୍ମ କରିବ ନାହିଁ; ତୁମ୍ଭେ ଦରିଦ୍ରର ମୁଖାପେକ୍ଷା କରିବ ନାହିଁ, କିଅବା ଧନୀର ସମ୍ଭ୍ରମ କରିବ ନାହିଁ, ମାତ୍ର ତୁମ୍ଭେ ଧର୍ମରେ ଆପଣା ପ୍ରତିବାସୀର ବିଚାର କରିବ।


ଯେଉଁମାନେ ଲାଞ୍ଚ ସକାଶେ ଦୁଷ୍ଟକୁ ନିର୍ଦ୍ଦୋଷ କରନ୍ତି ଓ ଧାର୍ମିକର ଧାର୍ମିକତା ତାହାଠାରୁ ଦୂର କରନ୍ତି, ସେମାନେ ସନ୍ତାପର ପାତ୍ର!


“ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ? ଓ ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ? [ସେଲା]


“ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, ଯଥାର୍ଥ ବିଚାର କର, ପ୍ରତ୍ୟେକ ଲୋକ, ଆପଣା ଭ୍ରାତା ପ୍ରତି ଦୟା ଓ କରୁଣା ପ୍ରକାଶ କର।


ଏଥିରେ ଯିରୂଶାଲମ ସହରନିବାସୀମାନଙ୍କ ମଧ୍ୟରୁ କେହି କେହି କହିବାକୁ ଲାଗିଲେ, ସେମାନେ ଯାହାକୁ ବଧ କରିବା ନିମନ୍ତେ ଚେଷ୍ଟା କରୁଅଛନ୍ତି, ଏ କଅଣ ସେ ନୁହେଁ?


ତୁମ୍ଭେମାନେ ବାହ୍ୟ ବିଷୟସବୁ ଦେଖୁଅଛ। ଯଦି କେହି ଆପଣାକୁ ଖ୍ରୀଷ୍ଟଙ୍କର ବୋଲି ବିଶ୍ୱାସ କରେ, ତେବେ ସେ ଯେପରି ଖ୍ରୀଷ୍ଟଙ୍କର, ଆମ୍ଭେମାନେ ମଧ୍ୟ ଯେ ସେହିପରି ଖ୍ରୀଷ୍ଟଙ୍କର, ଏହା ସେ ପୁଣି, ଆପେ ବିବେଚନା କରୁ।


Swiv nou:

Piblisite


Piblisite