ଯୋହନ 7:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏଥିରେ ଯିରୂଶାଲମ ସହରନିବାସୀମାନଙ୍କ ମଧ୍ୟରୁ କେହି କେହି କହିବାକୁ ଲାଗିଲେ, ସେମାନେ ଯାହାକୁ ବଧ କରିବା ନିମନ୍ତେ ଚେଷ୍ଟା କରୁଅଛନ୍ତି, ଏ କଅଣ ସେ ନୁହେଁ? Gade chapit laପବିତ୍ର ବାଇବଲ (Re-edited) - (BSI)25 ଏଥିରେ ଯିରୂଶାଲମନିବାସୀମାନଙ୍କ ମଧ୍ୟରୁ କେହି କେହି କହିବାକୁ ଲାଗିଲେ, ସେମାନେ ଯାହାକୁ ବଧ କରିବା ନିମନ୍ତେ ଚେଷ୍ଟା କରୁଅଛନ୍ତି, ଏ କଅଣ ସେ ନୁହେଁ? Gade chapit laଓଡିଆ ବାଇବେଲ25 ଏଥିରେ ଯିରୂଶାଲମ ନିବାସୀମାନଙ୍କ ମଧ୍ୟରୁ କେହି କେହି କହିବାକୁ ଲାଗିଲେ, ସେମାନେ ଯାହାକୁ ବଧ କରିବା ନିମନ୍ତେ ଚେଷ୍ଟା କରୁଅଛନ୍ତି, ଏ କ'ଣ ସେ ନୁହେଁ? Gade chapit laପବିତ୍ର ବାଇବଲ (CL) NT (BSI)25 ଯିରୂଶାଲମରେ କେତେକ ଲୋକ କହିଲେ, “ଯେଉଁ ବ୍ୟକ୍ତିଙ୍କୁ ମାରିବା ପାଇଁ କର୍ତ୍ତୃପକ୍ଷମାନେ ଚେଷ୍ଟା କରୁଛନ୍ତି, ସେ ଏହି ନୁହନ୍ତି କି?” Gade chapit laପବିତ୍ର ବାଇବଲ25 ଯିରୁଶାଲମରେ ବାସ କରୁଥିବା କେତେକ ଲୋକ କହିଲେ, “ଏହି ଲୋକକୁ ସେମାନେ ମାରିବା ପାଇଁ ଗ୍ଭହାନ୍ତି। Gade chapit la |