ଯୋହନ 7:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ସେଥିରେ ଯୀଶୁ ମନ୍ଦିରରେ ଶିକ୍ଷା ଦେଉ ଦେଉ ଉଚ୍ଚସ୍ୱରରେ କହିଲେ, “ତୁମ୍ଭେମାନେ ମୋତେ ଓ ମୋହର ଉତ୍ପତ୍ତି ଉଭୟ ଜାଣ; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ମୋହର ପ୍ରେରଣକର୍ତ୍ତା ସତ, ତାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)28 ସେଥିରେ ଯୀଶୁ ମନ୍ଦିରରେ ଶିକ୍ଷା ଦେଉ ଦେଉ ଉଚ୍ଚ ସ୍ଵରରେ କହିଲେ, ତୁମ୍ଭେମାନେ ମୋତେ ଓ ମୋର ଉତ୍ପତ୍ତି ଉଭୟ ଜାଣ; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ମୋର ପ୍ରେରଣକର୍ତ୍ତା ସତ୍, ତାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ। Gade chapit laଓଡିଆ ବାଇବେଲ28 ସେଥିରେ ଯୀଶୁ ମନ୍ଦିରରେ ଶିକ୍ଷା ଦେଉ ଦେଉ ଉଚ୍ଚସ୍ୱରରେ କହିଲେ, ତୁମ୍ଭେମାନେ ମୋତେ ଓ ମୋର ଉତ୍ପତ୍ତି ଉଭୟ ଜାଣ; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ମୋର ପ୍ରେରଣକର୍ତ୍ତା ସତ, ତାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)28 ଯୀଶୁ ମନ୍ଦିରରେ ଶିକ୍ଷା ଦେବାବେଳେ ଉଚ୍ଚ ସ୍ୱରରେ କହିଲେ: “ମୁଁ କିଏ ଓ କେଉଁଠାରୁ ଆସିଛି, ତୁମ୍ଭେମାନେ କଅଣ ପ୍ରକୃତରେ ଜାଣ? ମୁଁ ନିଜ ଅଧିକାର ବଳରେ ଆସିନାହିଁ। ମୋତେ ଯେ ପ୍ରେରଣ କରିଛନ୍ତି, ସେ ସତ୍। ତୁମେ ତାଙ୍କୁ ଜାଣ ନାହିଁ। Gade chapit laପବିତ୍ର ବାଇବଲ28 ଯୀଶୁ ମନ୍ଦିରରେ ଉପଦେଶ ଦେଉ ଦେଉ ଉଚ୍ଚ ସ୍ୱରରେ କହିଲେ, “ହଁ, ତୁମ୍ଭେ ମୋତେ ଜାଣ ଓ ମୁଁ କେଉଁଠାରୁ ଆସିଛି ତାହା ମଧ୍ୟ ଜାଣ। କିନ୍ତୁ ମୁଁ ମୋର ନିଜ ଅଧିକାର ବଳରେ ଆସି ନାହିଁ। ମୁଁ ସତ୍ୟ ପରମେଶ୍ୱରଙ୍କ ଦ୍ୱାରା ପଠାଯାଇଛି। ତୁମ୍ଭେ ତାହାଙ୍କୁ ଜାଣି ନାହଁ। Gade chapit la |
ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”