ଯୋହନ 7:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 କିନ୍ତୁ ଲୋକସମୂହ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କରି କହିବାକୁ ଲାଗିଲେ, ଏ ଯେ ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି, ଖ୍ରୀଷ୍ଟ ଆସି ତାହାଠାରୁ କଅଣ ଅଧିକ କରିବେ? Gade chapit laପବିତ୍ର ବାଇବଲ (Re-edited) - (BSI)31 କିନ୍ତୁ ଲୋକସମୂହ ମଧ୍ୟରୁ ଅନେକେ ତାହାଙ୍କ-ଠାରେ ବିଶ୍ଵାସ କରି କହିବାକୁ ଲାଗିଲେ, ଏ ଯେସମସ୍ତ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି, ଖ୍ରୀଷ୍ଟ ଆସି ତାହାଠାରୁ କଅଣ ଅଧିକ କରିବେ? Gade chapit laଓଡିଆ ବାଇବେଲ31 କିନ୍ତୁ ଲୋକସମୂହ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କରି କହିବାକୁ ଲାଗିଲେ, ଏ ଯେ ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି, ଖ୍ରୀଷ୍ଟ ଆସି ତାହାଠାରୁ କ'ଣ ଅଧିକ କରିବେ ? Gade chapit laପବିତ୍ର ବାଇବଲ (CL) NT (BSI)31 କିନ୍ତୁ ଜନତା ଭିତରୁ ଅନେକେ ଯୀଶୁଙ୍କଠାରେ ବିଶ୍ୱାସ କରି କହିଲେ, “ମସୀହ ଆସିଲେ, ଏହାଙ୍କ ଅପେକ୍ଷା ସେ କ’ଣ ଆହୁରି ଅଧିକ ଅଲୌକିକ କାର୍ଯ୍ୟ କରିବେ?” Gade chapit laପବିତ୍ର ବାଇବଲ31 ବହୁତ ଲୋକ ଯୀଶୁଙ୍କୁ ବିଶ୍ୱାସ କଲେ। ଲୋକମାନେ କହିଲେ, “ଆମ୍ଭେ ଖ୍ରୀଷ୍ଟଙ୍କ ଆଗମନ ପାଇଁ ଅପେକ୍ଷା କରିଛୁ। ଏହି ବ୍ୟକ୍ତି ଯେଉଁସବୁ ଆଶ୍ଚର୍ଯ୍ୟକାର୍ଯ୍ୟ କରିଛନ୍ତି, ଖ୍ରୀଷ୍ଟ ଆସିଲେ ଏହା ଅପେକ୍ଷା କ'ଣ ଅଧିକ କରିବେ? ନା, ଏହି ବ୍ୟକ୍ତି ନିଶ୍ଚୟ ଖ୍ରୀଷ୍ଟ ହୋଇଥିବେ।” Gade chapit la |