ଯୋହନ 7:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଫାରୂଶୀମାନେ ଲୋକସମୂହକୁ ତାହାଙ୍କ ବିଷୟରେ ଆନ୍ଦୋଳନ କରିବା ଶୁଣିଲେ ଏବଂ ପ୍ରଧାନ ଯାଜକମାନେ ଓ ଫାରୂଶୀମାନେ ତାହାଙ୍କୁ ଧରିବା ନିମନ୍ତେ ପଦାତିକମାନଙ୍କୁ ପଠାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)32 ଫାରୂଶୀମାନେ ଲୋକସମୂହକୁ ତାହାଙ୍କ ବିଷୟରେ ଆନ୍ଦୋଳନ କରିବା ଶୁଣିଲେ ଏବଂ ଯାଜକ ଓ ଫାରୂଶୀମାନେ ତାହାଙ୍କୁ ଧରିବା ନିମନ୍ତେ ପଦାତିକମାନଙ୍କୁ ପଠାଇଲେ। Gade chapit laଓଡିଆ ବାଇବେଲ32 ଫାରୂଶୀମାନେ ଲୋକସମୂହକୁ ତାହାଙ୍କ ବିଷୟରେ ଆନ୍ଦୋଳନ କରିବା ଶୁଣିଲେ ଏବଂ ପ୍ରଧାନ ଯାଜକମାନେ ଓ ଫାରୂଶୀମାନେ ତାହାଙ୍କୁ ଧରିବା ନିମନ୍ତେ ପଦାତିକମାନଙ୍କୁ ପଠାଇଲେ । Gade chapit laପବିତ୍ର ବାଇବଲ (CL) NT (BSI)32 ଯୀଶୁଙ୍କ ସମ୍ପର୍କରେ ଲୋକମାନେ ଏହିପରି କଥାବାର୍ତ୍ତା ହେଉଥିବା ଫାରୁଶୀମାନେ ଶୁଣିଲେ। ତେଣୁ ସେମାନେ ଓ ମୁଖ୍ୟ ଯାଜକମାନେ ଯୀଶୁଙ୍କୁ ଗିରଫ କରିବା ପାଇଁ ଦଳେ ପ୍ରହରୀଙ୍କୁ ପଠାଇଲେ। Gade chapit laପବିତ୍ର ବାଇବଲ32 ଲୋକମାନେ ଯୀଶୁଙ୍କ ବିଷୟରେ ଏହି କଥାମାନ କହୁଥିବାର ଫାରୂଶୀମାନେ ଶୁଣିଲେ। ତେଣୁ ମୁଖ୍ୟ ଯାଜକମାନେ ଓ ଫାରୂଶୀମାନେ ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ମନ୍ଦିରରେ କେତେକ ସୈନ୍ୟଙ୍କୁ ପଠାଇଲେ। Gade chapit la |