ଯୋହନ 7:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ସେଥିରେ ଯୀଶୁ କହିଲେ, “ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସହିତ ରହି ମୋହର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)33 ସେଥିରେ ଯୀଶୁ କହିଲେ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସହିତ ରହି ମୋର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି। Gade chapit laଓଡିଆ ବାଇବେଲ33 ସେଥିରେ ଯୀଶୁ କହିଲେ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସହିତ ରହି ମୋର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି । Gade chapit laପବିତ୍ର ବାଇବଲ (CL) NT (BSI)33 ଯୀଶୁ କହିଲେ: “ମୁଁ ତୁମ୍ଭମାନଙ୍କ ସହିତ ଆଉ ଅଳ୍ପ କିଛି ସମୟ ରହିବି, ତା’ପରେ ମୋର ପ୍ରେରଣକର୍ତ୍ତାଙ୍କ ନିକଟକୁ ଫେରିଯିବି। Gade chapit laପବିତ୍ର ବାଇବଲ33 ତା'ପରେ ଯୀଶୁ କହିଲେ, “ମୁଁ ତୁମ୍ଭ ସହିତ ଆଉ ଅଳ୍ପ ସମୟ ରହିବି। ମୋତେ ଯିଏ ପଠାଇଛନ୍ତି ମୁଁ ତାହାଙ୍କ ନିକଟକୁ ଫେରିଯିବି। Gade chapit la |