Biblia Todo Logo
Bib sou entènèt

- Piblisite -




ଯୋହନ 7:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ; ଆଉ, ମୁଁ ଯେଉଁଠାରେ ଥିବି, ତୁମ୍ଭେମାନେ ସେଠାକୁ ଆସିପାରିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ; ଆଉ, ମୁଁ ଯେଉଁଠାରେ ଥିବି, ତୁମ୍ଭେମାନେ ସେଠାକୁ ଯାଇ ପାରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

34 ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ; ଆଉ, ମୁଁ ଯେଉଁଠାରେ ଥିବି, ତୁମ୍ଭେମାନେ ସେଠାକୁ ଆସିପାରିବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

34 ତୁମ୍ଭେମାନେ ମୋତେ ଖୋଜିବ, କିନ୍ତୁ ପାଇବ ନାହିଁ, କାରଣ, ମୁଁ ଯେଉଁଠି ରହିବି, ତୁମ୍ଭେମାନେ ସେଠାକୁ ଯାଇ ପାରିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

34 ତୁମ୍ଭେମାନେ ମୋତେ ଖୋଜିବ, କିନ୍ତୁ ମୋତେ ପାଇବ ନାହିଁ। ଆଉ, ମୁଁ ଯେଉଁଠାରେ ଥିବି, ସେଠାକୁ ତୁମ୍ଭେମାନେ ଯାଇ ପାରିବ ନାହିଁ।”

Gade chapit la Kopi




ଯୋହନ 7:34
12 Referans Kwoze  

ହେ ପିତା, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ମୁଁ ଯେଉଁଠାରେ ଥାଏ, ସେମାନେ ମଧ୍ୟ ଯେପରି ସେଠାରେ ମୋହର ସହିତ ରହିବେ ଓ ଜଗତର ପତ୍ତନ ପୂର୍ବେ ତୁମ୍ଭେ ମୋତେ ପ୍ରେମ କରିଥିବାରୁ ମୋତେ ଯେଉଁ ମହିମା ଦେଇଅଛ, ମୋହର ସେହି ମହିମା ସେମାନେ ଯେପରି ଦେଖିବେ, ଏହା ମୋହର ଇଚ୍ଛା।


ଯୀଶୁ ତାହାଙ୍କୁ କହିଲେ, “ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।


ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି।


କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ‘ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ,’ ତୁମ୍ଭେମାନେ ଏହି କଥା ନ କହିବା ପର୍ଯ୍ୟନ୍ତ ଆଜିଠାରୁ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ।”


ସେମାନେ ଆପଣାମାନଙ୍କର ମେଷପଲ ଓ ଗୋପଲ ଘେନି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଯିବେ; ମାତ୍ର ତାହାଙ୍କର ଉଦ୍ଦେଶ୍ୟ ପାଇବେ ନାହିଁ; କାରଣ ସେ ସେମାନଙ୍କ ନିକଟରୁ ଚାଲି ଯାଇଅଛନ୍ତି।


“ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ, ଆଉ ମୁଁ ଯେଉଁଠାରେ ଥିବି, ତୁମ୍ଭେମାନେ ସେଠାକୁ ଆସିପାରିବ ନାହିଁ,” ସେ ଏହି ଯେଉଁ କଥା କହିଲେ, ସେ କଅଣ?


Swiv nou:

Piblisite


Piblisite