ଯୋହନ 7:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 “ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ, ଆଉ ମୁଁ ଯେଉଁଠାରେ ଥିବି, ତୁମ୍ଭେମାନେ ସେଠାକୁ ଆସିପାରିବ ନାହିଁ,” ସେ ଏହି ଯେଉଁ କଥା କହିଲେ, ସେ କଅଣ? Gade chapit laପବିତ୍ର ବାଇବଲ (Re-edited) - (BSI)36 ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ, ଆଉ ମୁଁ ଯେଉଁଠାରେ ଥିବି, ତୁମ୍ଭେମାନେ ସେଠାକୁ ଯାଇ ପାରିବ ନାହିଁ, ସେ ଏହି ଯେଉଁ କଥା କହିଲେ, ସେ କଅଣ? Gade chapit laଓଡିଆ ବାଇବେଲ36 ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ, ଆଉ ମୁଁ ଯେଉଁଠାରେ ଥିବି, ତୁମ୍ଭେମାନେ ସେଠାକୁ ଆସିପାରିବ ନାହିଁ, ସେ ଏହି ଯେଉଁ କଥା କହିଲେ, ସେ କ'ଣ ? Gade chapit laପବିତ୍ର ବାଇବଲ (CL) NT (BSI)36 ସେ କହୁଛନ୍ତି, ଆମେ ତାଙ୍କୁ ଖୋଜି ପାଇ ପାରିବୁ ନାହିଁ, ଯେଉଁଠାକୁ ସେ ଯିବେ, ସେଠାକୁ ଆମେ ଯାଇ ପାରିବୁ ନାହିଁ, ଏହାର ଅର୍ଥ କ’ଣ?” Gade chapit laପବିତ୍ର ବାଇବଲ36 ଏହି ଲୋକ କହୁଛି, ‘ତୁମ୍ଭେ ମୋତେ ଖୋଜିବ, କିନ୍ତୁ ମୋତେ ପାଇବ ନାହିଁ।’ ସେ ପୁଣି କହୁଛି, ‘ମୁଁ ଯେଉଁଠି ରହିବି, ତୁମ୍ଭେ ଆସି ପାରିବ ନାହିଁ।’ ଏହାର ଅର୍ଥ କ'ଣ?” Gade chapit la |