ଯୋହନ 7:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ଶେଷଦିନ, ଅର୍ଥାତ୍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, “କେହି ଯଦି ତୃଷିତ ହୁଏ, ତେବେ ସେ ମୋʼ ନିକଟକୁ ଆସି ପାନ କରୁ। Gade chapit laପବିତ୍ର ବାଇବଲ (Re-edited) - (BSI)37 ଶେଷଦିନ, ଅର୍ଥାତ୍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚ ସ୍ଵରରେ କହିଲେ, କେହି ଯଦି ତୃଷିତ ହୁଏ, ତେବେ ସେ ମୋʼ ନିକଟକୁ ଆସି ପାନ କରୁ। Gade chapit laଓଡିଆ ବାଇବେଲ37 ଶେଷଦିନ, ଅର୍ଥାତ୍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, କେହି ଯଦି ତୃଷିତ ହୁଏ, ତେବେ ସେ ମୋ' ନିକଟକୁ ଆସି ପାନ କରୁ । Gade chapit laପବିତ୍ର ବାଇବଲ (CL) NT (BSI)37 ଉତ୍ସବର ଶେଷ ଦିବସରେ ଯୀଶୁ ଠିଆ ହୋଇ ଉଚ୍ଚ ସ୍ୱରରେ କହିଲେ: “ଯେ ତୃଷାର୍ତ୍ତ, ସେ ମୋ’ ପାଖକୁ ଆସି ପାନ କରୁ। Gade chapit laପବିତ୍ର ବାଇବଲ37 ପର୍ବର ଶେଷ ଦିନ ଆସିଲା। ସେହି ପ୍ରଧାନ ଦିନରେ ଯୀଶୁ ଠିଆ ହୋଇ ଉଚ୍ଚ ସ୍ୱରରେ କହିଲେ, “ଯଦି କୌଣସି ଲୋକ ତୃଷାର୍ତ୍ତ, ତେବେ ସେ ମୋ’ ନିକଟକୁ ଆସି ପାନକରୁ। Gade chapit la |