ଯୋହନ 7:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ଯେ ମୋʼ ଠାରେ ବିଶ୍ୱାସ କରେ, ଧର୍ମଶାସ୍ତ୍ରର ଉକ୍ତି ପ୍ରମାଣେ ତାହାର ଅନ୍ତରରୁ ଜୀବନ୍ତ ଜଳସ୍ରୋତ ପ୍ରବାହିତ ହେଉଥିବ।” Gade chapit laପବିତ୍ର ବାଇବଲ (Re-edited) - (BSI)38 ଯେ ମୋʼଠାରେ ବିଶ୍ଵାସ କରେ, ଧର୍ମଶାସ୍ତ୍ରର ଉକ୍ତି ପ୍ରମାଣେ ତାହାର ଅନ୍ତରରୁ” ଜୀବନ୍ତ ଜଳସ୍ରୋତ ପ୍ରବାହିତ ହେଉଥିବ। Gade chapit laଓଡିଆ ବାଇବେଲ38 ଯେ ମୋ'ଠାରେ ବିଶ୍ୱାସ କରେ, ଧର୍ମଶାସ୍ତ୍ରର ଉକ୍ତି ପ୍ରମାଣେ ତାହାର ଅନ୍ତରରୁ ଜୀବନ୍ତ ଜଳସ୍ରୋତ ପ୍ରବାହିତ ହେଉଥିବ । Gade chapit laପବିତ୍ର ବାଇବଲ (CL) NT (BSI)38 ଶାସ୍ତ୍ରରେ ଲେଖାଅଛି, ‘ଯେ ମୋ’ଠାରେ ବିଶ୍ୱାସ କରେ, ତା’ର ହୃଦୟରୁ ଜୀବନଦାୟୀ ଜଳସ୍ରୋତ ଉଚ୍ଛୁଳି ବହିଯିବ’।” Gade chapit laପବିତ୍ର ବାଇବଲ38 ଯଦି କୌଣସି ଲୋକ ମୋ'ଠାରେ ବିଶ୍ୱାସ କରେ ତେବେ ତା'ର ହୃଦୟରୁ ଜୀବନ୍ତ ଜଳ ପ୍ରବାହିତ ହେବ। ଏହି କଥା ଧର୍ମ ଶାସ୍ତ୍ରରେ ଲେଖା ଅଛି।” Gade chapit la |