ଯୋହନ 7:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ତାହାଙ୍କଠାରେ ବିଶ୍ୱାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ପବିତ୍ର ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)39 ତାହାଙ୍କଠାରେ ବିଶ୍ଵାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ। Gade chapit laଓଡିଆ ବାଇବେଲ39 ତାହାଙ୍କଠାରେ ବିଶ୍ୱାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)39 ଯୀଶୁ ପବିତ୍ରଆତ୍ମାଙ୍କ ବିଷୟରେ ଏ କଥା କହିଲେ- ଯେଉଁମାନେ ଯୀଶୁଙ୍କଠାରେ ବିଶ୍ୱାସ କରୁଥିଲେ, ସେମାନେ ପରେ ଏହି ପବିତ୍ରଆତ୍ମାଙ୍କୁ ପାଇଲେ। ସେ ପର୍ଯ୍ୟନ୍ତ ଯୀଶୁ ମହିମାନ୍ୱିତ ହୋଇ ନ ଥିବାରୁ ପବିତ୍ରଆତ୍ମା ପ୍ରଦତ୍ତ ହୋଇ ନ ଥିଲେ। Gade chapit laପବିତ୍ର ବାଇବଲ39 ଯୀଶୁ ପବିତ୍ରଆତ୍ମାଙ୍କ ବିଷୟରେ କହୁଥିଲେ। ଯୀଶୁ ଏପର୍ଯ୍ୟନ୍ତ ମୃତ୍ୟୁ ଭୋଗ କରି ନ ଥିବାରୁ ଓ ସେ ମହିମାପ୍ରାପ୍ତ ହୋଇ ନ ଥିବାରୁ ଲୋକମାନଙ୍କୁ ଏପର୍ଯ୍ୟନ୍ତ ପବିତ୍ରଆତ୍ମା ଦିଆଯାଇ ନ ଥିଲା। କିନ୍ତୁ ପରେ, ଯେଉଁ ଲୋକମାନେ ଯୀଶୁଙ୍କୁ ବିଶ୍ୱାସ କରିବେ, ସେମାନେ ପବିତ୍ରଆତ୍ମା ଲାଭ କରିବେ। Gade chapit la |