Biblia Todo Logo
Bib sou entènèt

- Piblisite -




ଯୋହନ 7:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ତେଣୁ ଲୋକସମୂହ ମଧ୍ୟରେ ତାହାଙ୍କ ହେତୁ ମତଭେଦ ଘଟିଲା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ତେଣୁ ଲୋକସମୂହ ମଧ୍ୟରେ ତାହାଙ୍କ ହେତୁ ମତଭେଦ ଘଟିଲା;

Gade chapit la Kopi

ଓଡିଆ ବାଇବେଲ

43 ତେଣୁ ଲୋକସମୂହ ମଧ୍ୟରେ ତାହାଙ୍କ ହେତୁ ମତଭେଦ ଘଟିଲା;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

43 ତେଣୁ ଯୀଶୁଙ୍କ ସମ୍ପର୍କରେ ଲୋକମାନଙ୍କ ମଧ୍ୟରେ ମତଭେଦ ଉପୁଜିଲା।

Gade chapit la Kopi

ପବିତ୍ର ବାଇବଲ

43 ତେଣୁ ଲୋକମାନେ ଯୀଶୁଙ୍କ ବିଷୟରେ ଭିନ୍ନ ଭିନ୍ନ ମତ ଦେଲେ।

Gade chapit la Kopi




ଯୋହନ 7:43
7 Referans Kwoze  

ଏହି ସମସ୍ତ କଥା ହେତୁ ଯିହୁଦୀମାନଙ୍କ ମଧ୍ୟରେ ପୁନର୍ବାର ମତଭେଦ ଘଟିଲା।


ତହୁଁ ଫାରୂଶୀମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଲୋକଟା ଈଶ୍ବରଙ୍କ ନିକଟରୁ ଆସି ନାହିଁ, କାରଣ ସେ ବିଶ୍ରାମବାର ପାଳନ କରୁ ନାହିଁ। ଆଉ, କେହି କେହି କହିଲେ, ପାପୀ ଲୋକ କିପରି ଏହି ପ୍ରକାର ଆଶ୍ଚର୍ଯ୍ୟକର୍ମସବୁ କରିପାରେ? ଏହିପରି ଭାବେ ସେମାନଙ୍କ ମଧ୍ୟରେ ମତଭେଦ ହେଲା।


ଆଉ, ତାହାଙ୍କ ବିଷୟରେ ଲୋକସମୂହ ମଧ୍ୟରେ ବହୁତ ଆନ୍ଦୋଳନ ହେବାକୁ ଲାଗିଲା; କେହି କେହି କହିଲେ, ସେ ଜଣେ ଉତ୍ତମ ଲୋକ; ଆଉ କେହି କେହି କହିଲେ, ନା, ସେ ଲୋକମାନଙ୍କୁ ଭ୍ରାନ୍ତ କରୁଅଛି।


କିନ୍ତୁ ନଗରର ଲୋକସମୂହ ଦୁଇ ଦଳ ହେଲେ, ଦଳେ ଯିହୁଦୀମାନଙ୍କ ପକ୍ଷରେ ଆଉ ଦଳେ ପ୍ରେରିତମାନଙ୍କ ପକ୍ଷରେ।


ମୁଁ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି ବୋଲି କଅଣ ତୁମ୍ଭେମାନେ ମନେ କରୁଅଛ? ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, ବରଂ ଭେଦ କରିବାକୁ ଆସିଅଛି।


କାରଣ ମୁଁ ‘ପିତାଙ୍କ ସହିତ ପୁତ୍ରର ଓ ମାତା ସହିତ କନ୍ୟାର ପୁଣି, ଶାଶୁ ସହିତ ବୋହୁର ବିରୋଧ ବଢ଼ାଇବାକୁ ଆସିଅଛି,


Swiv nou:

Piblisite


Piblisite