ଯୋହନ 7:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ଇତିମଧ୍ୟରେ ପଦାତିକମାନେ ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କ ନିକଟକୁ ବାହୁଡ଼ି ଆସିଲେ, ଆଉ ସେମାନେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହିଁକି ତାହାକୁ ଆଣିଲ ନାହିଁ? Gade chapit laପବିତ୍ର ବାଇବଲ (Re-edited) - (BSI)45 ଇତିମଧ୍ୟରେ ପଦାତିକମାନେ ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କ ନିକଟକୁ ବାହୁଡ଼ି ଆସିଲେ, ଆଉ ସେମାନେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହିଁକି ତାହାକୁ ଆଣିଲ ନାହିଁ? Gade chapit laଓଡିଆ ବାଇବେଲ45 ଇତିମଧ୍ୟରେ ପଦାତିକମାନେ ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କ ନିକଟକୁ ବାହୁଡ଼ି ଆସିଲେ, ଆଉ ସେମାନେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହିଁକି ତାହାକୁ ଆଣିଲ ନାହିଁ? Gade chapit laପବିତ୍ର ବାଇବଲ (CL) NT (BSI)45 ପ୍ରହରୀମାନେ ଫେରି ଆସିବାରୁ ମୁଖ୍ୟ ଯାଜକ ଓ ଫାରୁଶୀମାନେ ସେମାନଙ୍କୁ ପଚାରିଲେ, “ତାଙ୍କୁ କାହିଁକି ଧରି ଆଣି ନାହଁ?” Gade chapit laପବିତ୍ର ବାଇବଲ45 ମନ୍ଦିରର ସୈନ୍ୟମାନେ ମୁଖ୍ୟଯାଜକ ଓ ଫାରୂଶୀମାନଙ୍କ ପାଖକୁ ଫେରି ଆସିଲେ। ଯାଜକମାନେ ଓ ଫାରୂଶୀମାନେ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ଯୀଶୁଙ୍କୁ କାହିଁକି ବନ୍ଦୀ କରି ଆଣିଲ ନାହିଁ?” Gade chapit la |