Biblia Todo Logo
Bib sou entènèt

- Piblisite -




ଯୋହନ 7:48 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

48 ନେତାମାନଙ୍କ ମଧ୍ୟରୁ କିମ୍ବା ଫାରୂଶୀମାନଙ୍କ ମଧ୍ୟରୁ କଅଣ କେହି ତାହାଙ୍କଠାରେ ବିଶ୍ୱାସ କରିଅଛନ୍ତି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

48 ନେତାମାନଙ୍କ ମଧ୍ୟରୁ କିମ୍ଵା ଫାରୂଶୀମାନଙ୍କ ମଧ୍ୟରୁ କଅଣ କେହି ତାହାଙ୍କଠାରେ ବିଶ୍ଵାସ କରିଅଛନ୍ତି?

Gade chapit la Kopi

ଓଡିଆ ବାଇବେଲ

48 ନେତାମାନଙ୍କ ମଧ୍ୟରୁ କିମ୍ବା ଫାରୂଶୀମାନଙ୍କ ମଧ୍ୟରୁ କ'ଣ କେହି ତାହାଙ୍କଠାରେ ବିଶ୍ୱାସ କରିଅଛନ୍ତି?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

48 ଫାରୁଶୀ ବା ଆମ ଅଧିକାରୀମାନଙ୍କ ମଧ୍ୟରୁ କେହି ଜଣେ ହେଲେ ତା’ କଥାରେ ବିଶ୍ୱାସ କରୁଛନ୍ତି ବୋଲି କଅଣ ତୁମ୍ଭେମାନେ ଜାଣିଛ?

Gade chapit la Kopi

ପବିତ୍ର ବାଇବଲ

48 କୌଣସି ନେତା କ'ଣ ତାକୁ ବିଶ୍ୱାସ କରିଛନ୍ତି? ନା। ଆମ୍ଭ ଫାରୂଶୀମାନଙ୍କ ମଧ୍ୟରୁ କ'ଣ ତାହାଙ୍କୁ କେହି ବିଶ୍ୱାସ କରିଛନ୍ତି? ନା।

Gade chapit la Kopi




ଯୋହନ 7:48
12 Referans Kwoze  

ତଥାପି ଯିହୁଦୀ ନେତାମାନଙ୍କ ମଧ୍ୟରୁ ସୁଦ୍ଧା ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ, କିନ୍ତୁ କାଳେ ସେମାନେ ସମାଜଗୃହରୁ ବାହାର ହୁଅନ୍ତି, ଏଥିପାଇଁ ଫାରୂଶୀମାନଙ୍କ ହେତୁ ତାହା ସ୍ୱୀକାର କରୁ ନ ଥିଲେ,


ଏହି ଯୁଗର ନେତାମାନଙ୍କ ମଧ୍ୟରେ କେହି ତାହା ଜାଣି ନାହାନ୍ତି, କାରଣ ଯଦି ସେମାନେ ଈଶ୍ବରଙ୍କ ଜ୍ଞାନକୁ ଜାଣିଥାଆନ୍ତେ, ତେବେ ଗୌରବମୟ ପ୍ରଭୁଙ୍କୁ କ୍ରୁଶରେ ହତ କରି ନ ଥାଆନ୍ତେ;


ଜ୍ଞାନୀ କାହିଁ? ଶାସ୍ତ୍ରୀ କାହିଁ? ଏହି ଯୁଗର ତାର୍କିକ କାହିଁ? ଈଶ୍ବର କି ଜଗତର ଜ୍ଞାନକୁ ମୂର୍ଖତା ବୋଲି ପ୍ରକାଶ କରି ନାହାନ୍ତି?


ପୁଣି, ଦେଖ, ସେ ପ୍ରକାଶରେ କଥା କହୁଅଛି, ଆଉ ସେମାନେ ତାହାକୁ କିଛି କରୁ ନାହାନ୍ତି। ଏ ଯେ ଖ୍ରୀଷ୍ଟ, ଏହା କଅଣ ନେତାମାନେ ସତେ ଜାଣି ସାରିଲେଣି?


ଏଣୁ ଈଶ୍ବରଙ୍କ ବାକ୍ୟ ଅଧିକ ବ୍ୟାପିଗଲା ଏବଂ ଯିରୂଶାଲମ ସହରରେ ଶିଷ୍ୟମାନଙ୍କ ସଂଖ୍ୟା ଅତିଶୟ ବୃଦ୍ଧି ପାଇବାକୁ ଲାଗିଲା; ଆଉ, ଯାଜକମାନଙ୍କ ମଧ୍ୟରୁ ଅନେକ ଅନେକ ଲୋକ ବିଶ୍ୱାସମାର୍ଗ ଅବଲମ୍ବନ କରିବାକୁ ଲାଗିଲେ।


ଯେଉଁ ନୀକଦୀମ ଏଥିପୂର୍ବେ ତାହାଙ୍କ ନିକଟକୁ ଆସିଥିଲେ ଓ ଯେ ସେମାନଙ୍କ ମଧ୍ୟରେ ଜଣେ, ସେ ସେମାନଙ୍କୁ ପଚାରିଲେ,


ସେହି ସମୟରେ ଯୀଶୁ ଉତ୍ତର ଦେଲେ, “ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;


ଏଥିଉତ୍ତାରେ ପୀଲାତ ପ୍ରଧାନ ଯାଜକ, ଅଧ୍ୟକ୍ଷ ଓ ଜନସାଧାରଣଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହିଲେ,


ଫାରୂଶୀମାନଙ୍କ ମଧ୍ୟରେ ନୀକଦୀମ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଯିହୁଦୀମାନଙ୍କର ଜଣେ ନେତା।


କିନ୍ତୁ ଏହି ଯେଉଁ ଲୋକଗୁଡ଼ାକ ମୋଶାଙ୍କ ବ୍ୟବସ୍ଥା ଜାଣନ୍ତି ନାହିଁ, ସେମାନେ ଶାପଗ୍ରସ୍ତ।


Swiv nou:

Piblisite


Piblisite