Biblia Todo Logo
Bib sou entènèt

- Piblisite -




ଯୋହନ 7:52 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

52 ସେମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ମଧ୍ୟ କଅଣ ଜଣେ ଗାଲିଲୀୟ ଲୋକ? ଗାଲିଲୀରୁ କୌଣସି ଭାବବାଦୀ ଉତ୍ପନ୍ନ ହୁଅନ୍ତି ନାହିଁ, ଏହା ଅନୁସନ୍ଧାନ କରି ଦେଖ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

52 ସେମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ମଧ୍ୟ କଅଣ ଜଣେ ଗାଲିଲୀୟ ଲୋକ? ଗାଲିଲୀରୁ କୌଣସି ଭାବବାଦୀ ଉତ୍ପନ୍ନ ହୁଅନ୍ତି ନାହିଁ, ଏହା ଅନୁସନ୍ଧାନ କରି ଦେଖ।

Gade chapit la Kopi

ଓଡିଆ ବାଇବେଲ

52 ସେମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ମଧ୍ୟ କ'ଣ ଜଣେ ଗାଲିଲୀୟ ଲୋକ ? ଗାଲିଲୀରୁ କୌଣସି ଭାବବାଦୀ ଉତ୍ପନ୍ନ ହୁଅନ୍ତି ନାହିଁ, ଏହା ଅନୁସନ୍ଧାନ କରି ଦେଖ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

52 ଅନ୍ୟମାନେ ତାଙ୍କୁ ଉତ୍ତର ଦେଇ କହିଲେ, “ତୁମେ ମଧ୍ୟ କ’ଣ ଗାଲିଲୀର ଲୋକ? ଭଲ କରି ଶାସ୍ତ୍ର ଅଧ୍ୟୟନ କର। ତାହାହେଲେ ଗାଲିଲୀରେ କୌଣସି ଭାବବାଦୀ ଜନ୍ମ ହୋଇ ପାରିବେ ନାହିଁ, ଏ କଥା ତୁମେ ଜାଣି ପାରିବା।”

Gade chapit la Kopi

ପବିତ୍ର ବାଇବଲ

52 ଯିହୂଦୀନେତାମାନେ ଉତ୍ତର ଦେଲେ, “ତୁମ୍ଭେ କ'ଣ ସେହି ଗାଲିଲୀୟମାନଙ୍କ ମଧ୍ୟରୁ ଜଣେ? ଧର୍ମଶାସ୍ତ୍ର ଗୁଡ଼ିକୁ ଅନୁସନ୍ଧାନ କର। ତୁମ୍ଭେ ଜାଣି ପାରିବ, କୌଣସି ଭବିଷ୍ୟ‌‌‌ଦ୍‌‌‌ବକ୍ତା ଗାଲିଲୀରୁ ଆସନ୍ତି ନାହିଁ।”

Gade chapit la Kopi




ଯୋହନ 7:52
11 Referans Kwoze  

ଅନ୍ୟମାନେ କହିବାକୁ ଲାଗିଲେ, ଏ ଖ୍ରୀଷ୍ଟ; କିନ୍ତୁ କେହି କେହି କହିବାକୁ ଲାଗିଲେ, କଅଣ! ଖ୍ରୀଷ୍ଟ ଗାଲିଲୀରୁ ଆସିବେ?


ନିଥନିୟେଲ ତାହାଙ୍କୁ ପଚାରିଲେ, “ନାଜରିତରୁ କି କୌଣସି ଉତ୍ତମ ବିଷୟ ଉତ୍ପନ୍ନ ହୋଇପାରେ?” ଫିଲିପ୍ପ ତାହାଙ୍କୁ କହିଲେ, “ଆସି ଦେଖ।”


ସେମାନେ ତାହାକୁ ଉତ୍ତର ଦେଲେ, ତୁ ତ ପୁରା ପାପରେ ଜନ୍ମ ହେଲୁ, ଆଉ ତୁ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛୁ? ସେଥିରେ ସେମାନେ ତାହାକୁ ବାହାର କରିଦେଲେ।


ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋʼ ଠାରୁ କେଉଁ ବାଟେ ଗଲେ?”


ତହିଁରେ ସେ କହିଲା, “କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ରାଜା ଓ ବିଚାରକର୍ତ୍ତା କରି ନିଯୁକ୍ତ କରିଅଛି? ତୁମ୍ଭେ ଯେପରି ସେହି ମିସରୀୟ ଲୋକକୁ ବଧ କଲ, ସେହିପରି କି ମୋତେ ବଧ କରିବାକୁ ଚାହୁଁଅଛ?” ତହିଁରେ ମୋଶା ଭୟଭୀତ ହୋଇ କହିଲେ, “ଏ କଥା ଅବଶ୍ୟ ପ୍ରକାଶିତ ହୋଇଅଛି।”


ସେତେବେଳେ ସେମାନେ କହିଲେ, “ଘୁଞ୍ଚି ଯା।” ପୁଣି କହିଲେ, “ଏ ଲୋକଟା ଆମ୍ଭମାନଙ୍କ ମଧ୍ୟରେ ପ୍ରବାସ କରିବାକୁ ଆସି ଆମ୍ଭମାନଙ୍କର ବିଚାରକର୍ତ୍ତା ହେବାକୁ ଚାହେଁ; ଏବେ ସେମାନଙ୍କଠାରୁ ତୋʼ ପ୍ରତି ଆହୁରି କୁବ୍ୟବହାର କରିବା।” ତହୁଁ ସେମାନେ ସେହି ମନୁଷ୍ୟ, ଅର୍ଥାତ୍‍, ଲୋଟ ପ୍ରତି ବଳ ପ୍ରୟୋଗ କରି କବାଟ ଭାଙ୍ଗିବାକୁ ଗଲେ।


ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି।


[ଆଉ ସେମାନେ ପ୍ରତ୍ୟେକେ ଆପଣା ଆପଣା ଗୃହକୁ ଚାଲିଗଲେ,


Swiv nou:

Piblisite


Piblisite