Biblia Todo Logo
Bib sou entènèt

- Piblisite -




ଯୋହନ 7:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ, ମାତ୍ର ତୁମ୍ଭମାନଙ୍କର ସମୟ ସର୍ବଦା ଉପସ୍ଥିତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ, ମାତ୍ର ତୁମ୍ଭମାନଙ୍କର ସମୟ ସର୍ବଦା ଉପସ୍ଥିତ।

Gade chapit la Kopi

ଓଡିଆ ବାଇବେଲ

6 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ, ମାତ୍ର ତୁମ୍ଭମାନଙ୍କର ସମୟ ସର୍ବଦା ଉପସ୍ଥିତ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଯୀଶୁ ସେମାନଙ୍କୁ କହିଲେ: “ମୋ’ ପାଇଁ ଉପଯୁକ୍ତ ସମୟ ଏ ପର୍ଯ୍ୟନ୍ତ ଆସି ନାହିଁ। ଯେକୌଣସି ସମୟ ତୁମ ପାଇଁ ଉପଯୁକ୍ତ ହୋଇପାରେ,

Gade chapit la Kopi

ପବିତ୍ର ବାଇବଲ

6 ଯୀଶୁ ତାହାଙ୍କ ଭାଇମାନଙ୍କୁ କହିଲେ, “ମୋ’ ପାଇଁ ଏପର୍ଯ୍ୟନ୍ତ ଉପଯୁକ୍ତ ସମୟ ଆସି ନାହିଁ। କିନ୍ତୁ ତୁମ୍ଭମାନଙ୍କର (ଯିବା) ପାଇଁ ସମସ୍ତ ସମୟ ଉପଯୁକ୍ତ।

Gade chapit la Kopi




ଯୋହନ 7:6
10 Referans Kwoze  

ତୁମ୍ଭେମାନେ ଏହି ପର୍ବକୁ ଯାଅ, ମୁଁ ଏବେ ଏହି ପର୍ବକୁ ଯାଉ ନାହିଁ, କାରଣ ମୋହର ସମୟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।”


ସେଥିରେ ଯୀଶୁ ତାହାଙ୍କୁ କହିଲେ, “ଗୋ ନାରୀ, ମୋତେ କାହିଁକି ଏଥିରେ ଜଡ଼ିତ କରୁଅଛ? ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ।”


ସେଥିରେ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ; କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ, କାରଣ ତାହାଙ୍କ ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା।


ଯୀଶୁ ଏହି ସମସ୍ତ କଥା କହି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, “ପିତଃ, ସମୟ ଉପସ୍ଥିତ ହେଲାଣି; ତୁମ୍ଭର ପୁତ୍ରଙ୍କୁ ମହିମାନ୍ୱିତ କର, ଯେପରି ପୁତ୍ର ତୁମ୍ଭକୁ ମହିମାନ୍ୱିତ କରନ୍ତି,


ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ାନ୍ତ ପ୍ରେମ ପ୍ରକାଶ କଲେ।


ସେ ମନ୍ଦିର ମଧ୍ୟରେ ଶିକ୍ଷା ଦେଉଥିବା ସମୟରେ ଭଣ୍ଡାର ନିକଟରେ ଏହି ସମସ୍ତ କଥା କହିଲେ, କିନ୍ତୁ କେହି ତାହାଙ୍କୁ ଧରିଲେ ନାହିଁ, କାରଣ ତାହାଙ୍କର ନିଯୁକ୍ତ ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା।


ଯୀଶୁ କହିଲେ, “ନଗରରେ ଯାଇ ଅମୁକ ଲୋକଙ୍କ ନିକଟକୁ ଯାଇ କୁହ, ଗୁରୁ କହୁଅଛନ୍ତି, ମୋହର କାଳ ସନ୍ନିକଟ, ମୁଁ ମୋହର ଶିଷ୍ୟମାନଙ୍କ ସହିତ ତୁମ୍ଭ ଗୃହରେ ନିସ୍ତାର ପର୍ବ ପାଳନ କରିବି।”


ସେ ସେମାନଙ୍କୁ କହିଲେ, “ଯେଉଁ ସମସ୍ତ କାଳ କି ସମୟ ପିତା ଆପଣା କ୍ଷମତା ଅଧୀନରେ ରଖିଅଛନ୍ତି, ତାହା ତୁମ୍ଭମାନଙ୍କ ଜାଣିବା ବିଷୟ ନୁହେଁ।


ତୁମ୍ଭେ ଉଠି ସିୟୋନକୁ ଦୟା କରିବ; କାରଣ ତାହା ପ୍ରତି କୃପା କରିବାର ସମୟ ଏହି, ହଁ, ନିରୂପିତ ସମୟ ଉପସ୍ଥିତ।


Swiv nou:

Piblisite


Piblisite