ଯୋହନ 7:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତୁମ୍ଭେମାନେ ଏହି ପର୍ବକୁ ଯାଅ, ମୁଁ ଏବେ ଏହି ପର୍ବକୁ ଯାଉ ନାହିଁ, କାରଣ ମୋହର ସମୟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)8 ତୁମ୍ଭେମାନେ ଏହି ପର୍ବକୁ ଯାଅ, ମୁଁ ଏବେ ଏହି ପର୍ବକୁ ଯାଉ ନାହିଁ, କାରଣ ମୋହର ସମୟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ। Gade chapit laଓଡିଆ ବାଇବେଲ8 ତୁମ୍ଭେମାନେ ଏହି ପର୍ବକୁ ଯାଅ, ମୁଁ ଏବେ ଏହି ପର୍ବକୁ ଯାଉ ନାହିଁ, କାରଣ ମୋହର ସମୟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)8 ତୁମ୍ଭେମାନେ ଏହି ଉତ୍ସବକୁ ଯାଅ; ମୁଁ ଯାଇ ପାରିବି ନାହିଁ। କାରଣ ମୋ’ ପାଇଁ ଉପଯୁକ୍ତ ସମୟ ଆସି ନାହିଁ। କାରଣ ମୋ’ ପାଇଁ ଉପଯୁକ୍ତ ସମୟ ଆସି ନାହିଁ।” Gade chapit laପବିତ୍ର ବାଇବଲ8 ତେଣୁ ତୁମ୍ଭେମାନେ ପର୍ବକୁ ଯାଅ। ମୁଁ ବର୍ତ୍ତମାନ ପର୍ବକୁ ଯିବି ନାହିଁ। ମୋ’ ପାଇଁ ଏପର୍ଯ୍ୟନ୍ତ ଉପଯୁକ୍ତ ସମୟ ଆସି ନାହିଁ।” Gade chapit la |