Biblia Todo Logo
Bib sou entènèt

- Piblisite -




ଯୋହନ 8:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ଯୀଶୁ ମସ୍ତକ ଉତ୍ତୋଳନ କରି ତାହାକୁ କହିଲେ, ଗୋ ନାରୀ, ସେମାନେ କାହାନ୍ତି? କେହି କଅଣ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କଲେ ନାହିଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି, ଯୀଶୁ ମସ୍ତକ ଉତ୍ତୋଳନ କରି ତାକୁ କହିଲେ, ଗୋ ନାରୀ, ସେମାନେ କାହାନ୍ତି? କେହି କଅଣ ତୁମ୍ଭକୁ ଦଣ୍ତନୀୟ ବୋଲି ବିଚାର କଲେ ନାହିଁ?

Gade chapit la Kopi

ଓଡିଆ ବାଇବେଲ

10 ପୁଣି, ଯୀଶୁ ମସ୍ତକ ଉତ୍ତୋଳନ କରି ତାକୁ କହିଲେ, ଗୋ ନାରୀ, ସେମାନେ କାହାନ୍ତି ? କେହି କ'ଣ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କଲେ ନାହିଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଯୀଶୁ ମୁଣ୍ଡ ଟେକି ତାକୁ ପଚାରିଲେ, “ସେମାନେ କାହାନ୍ତି? ତୁମକୁ ଦଣ୍ଡ ଦେବାକୁ ଜଣେ ହେଲେ ରହିଲେ ନାହିଁ?”

Gade chapit la Kopi

ପବିତ୍ର ବାଇବଲ

10 ଯୀଶୁ ମୁଣ୍ଡ ଟେକି ତାହାକୁ ପଗ୍ଭରିଲେ, “ସେମାନେ କୁଆଡ଼େ ଗଲେ? କ'ଣ କେହି ତୁମ୍ଭକୁ ଦଣ୍ଡନୀୟ ବୋଲି ବିଗ୍ଭର କଲେ ନାହିଁ।”

Gade chapit la Kopi




ଯୋହନ 8:10
3 Referans Kwoze  

ମାତ୍ର ସେମାନେ ତାହାଙ୍କୁ ପୁନଃ ପୁନଃ ପଚାରନ୍ତେ, ସେ ମସ୍ତକ ଉତ୍ତୋଳନ କରି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ମଧ୍ୟରେ ଯେ ନିଷ୍ପାପ, ସେ ପ୍ରଥମରେ ତାହାକୁ ପଥର ଫୋପାଡ଼ୁ।


ତାହା ଶୁଣି ସେମାନେ ବଡ଼ଠାରୁ ଆରମ୍ଭ କରି ଜଣ ଜଣ ହୋଇ ବାହାରିଯିବାକୁ ଲାଗିଲେ, ଆଉ କେବଳ ଯୀଶୁ ଓ ମଧ୍ୟସ୍ଥଳରେ ସେହି ସ୍ତ୍ରୀଲୋକ ଅବଶିଷ୍ଟ ରହିଲେ।


Swiv nou:

Piblisite


Piblisite