ଯୋହନ 8:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, ତୁମ୍ଭେ ନିଜ ବିଷୟରେ ସାକ୍ଷ୍ୟ ଦେଉଅଛ, ତୁମ୍ଭର ସାକ୍ଷ୍ୟ ସତ୍ୟ ନୁହେଁ। Gade chapit laପବିତ୍ର ବାଇବଲ (Re-edited) - (BSI)13 ସେଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, ତୁମ୍ଭେ ନିଜ ବିଷୟରେ ସାକ୍ଷ୍ୟ ଦେଉଅଛ, ତୁମ୍ଭର ସାକ୍ଷ୍ୟ ସତ୍ୟ ନୁହେଁ। Gade chapit laଓଡିଆ ବାଇବେଲ13 ସେଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, ତୁମ୍ଭେ ନିଜ ବିଷୟରେ ସାକ୍ଷ୍ୟ ଦେଉଅଛ, ତୁମ୍ଭର ସାକ୍ଷ୍ୟ ସତ୍ୟ ନୁହେଁ । Gade chapit laପବିତ୍ର ବାଇବଲ (CL) NT (BSI)13 ଫାରୂଶୀମାନେ ତାଙ୍କୁ କହିଲେ, "ବର୍ତ୍ତମାନ ତୁମେ ନିଜ ପାଇଁ ସାକ୍ଷ୍ୟ ଦେଉଛି। ତେଣୁ ତୁମେ ଯାହା କହୁଛ, ତାହା ପ୍ରକୃତ ପ୍ରମାଣ ନୁହେଁ।” Gade chapit laପବିତ୍ର ବାଇବଲ13 କିନ୍ତୁ ଫାରୂଶୀମାନେ ଯୀଶୁଙ୍କୁ କହିଲେ, “ତୁମ୍ଭେ ଯେତେବେଳେ ତୁମ୍ଭ ନିଜ ସାକ୍ଷ୍ୟ ଦେଉଛ, ସେତେବେଳେ ତୁମ୍ଭେ କେବଳ ଏସବୁ କଥା ସତ୍ୟ ବୋଲି କହୁଛ। ତେଣୁ ଆମ୍ଭେ ତୁମ୍ଭର ଏସବୁ କଥା ଗ୍ରହଣ କରି ପାରିବୁ ନାହିଁ।” Gade chapit la |