ଯୋହନ 8:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କିନ୍ତୁ ମୁଁ ଯଦି ବିଚାର କରେ, ତେବେ ସୁଦ୍ଧା ମୋହର ବିଚାର ଯଥାର୍ଥ; କାରଣ ମୁଁ ଏକାକୀ ନୁହେଁ, କିନ୍ତୁ ମୋହର ପ୍ରେରଣକର୍ତ୍ତା ମୋʼ ସାଙ୍ଗରେ ଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)16 କିନ୍ତୁ ମୁଁ ଯଦି ବିଚାର କରେ, ତେବେ ସୁଦ୍ଧା ମୋହର ବିଚାର ଯଥାର୍ଥ; କାରଣ ମୁଁ ଏକାକୀ ନୁହେଁ, କିନ୍ତୁ ମୋହର ପ୍ରେରଣକର୍ତ୍ତା ମୋʼ ସାଙ୍ଗରେ ଅଛନ୍ତି। Gade chapit laଓଡିଆ ବାଇବେଲ16 କିନ୍ତୁ ମୁଁ ଯଦି ବିଚାର କରେ, ତେବେ ସୁଦ୍ଧା ମୋହର ବିଚାର ଯଥାର୍ଥ; କାରଣ ମୁଁ ଏକାକୀ ନୁହେଁ, କିନ୍ତୁ ମୋହର ପ୍ରେରଣକର୍ତ୍ତା ମୋ' ସାଙ୍ଗରେ ଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)16 କିନ୍ତୁ ମୁଁ ଯଦି ତା’ କରନ୍ତି, ମୋର ବିଚାର ଯଥାର୍ଥ ହୁଅନ୍ତା, କାରଣ ମୁଁ ଏକାକୀ ଏ କାର୍ଯ୍ୟ କରେ ନାହିଁ, ମୋର ପ୍ରେରଣକାରୀ ପିତା ମୋ’ ସଙ୍ଗରେ ଅଛନ୍ତି। Gade chapit laପବିତ୍ର ବାଇବଲ16 କିନ୍ତୁ ମୁଁ ଯଦି ବିଗ୍ଭର କରେ, ତେବେ ମୋ’ ବିଗ୍ଭର ଠିକ୍ ହୁଅନ୍ତା। କାରଣ ମୁଁ ଏକୁଟିଆ ନୁହେଁ, ମୋ’ ସହିତ ମୋର ପ୍ରେରଣକର୍ତ୍ତା ପରମପିତା ଅଛନ୍ତି। Gade chapit la |