ଯୋହନ 8:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେ ମନ୍ଦିର ମଧ୍ୟରେ ଶିକ୍ଷା ଦେଉଥିବା ସମୟରେ ଭଣ୍ଡାର ନିକଟରେ ଏହି ସମସ୍ତ କଥା କହିଲେ, କିନ୍ତୁ କେହି ତାହାଙ୍କୁ ଧରିଲେ ନାହିଁ, କାରଣ ତାହାଙ୍କର ନିଯୁକ୍ତ ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)20 ସେ ମନ୍ଦିର ମଧ୍ୟରେ ଶିକ୍ଷା ଦେଉଥିବା ସମୟରେ ଭଣ୍ତାର ନିକଟରେ ଏହିସମସ୍ତ କଥା କହିଲେ, କିନ୍ତୁ କେହି ତାହାଙ୍କୁ ଧରିଲେ ନାହିଁ, କାରଣ ତାହାଙ୍କର ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା,। Gade chapit laଓଡିଆ ବାଇବେଲ20 ସେ ମନ୍ଦିର ମଧ୍ୟରେ ଶିକ୍ଷା ଦେଉଥିବା ସମୟରେ ଭଣ୍ଡାର ନିକଟରେ ଏହି ସମସ୍ତ କଥା କହିଲେ, କିନ୍ତୁ କେହି ତାହାଙ୍କୁ ଧରିଲେ ନାହିଁ, କାରଣ ତାହାଙ୍କର ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା । Gade chapit laପବିତ୍ର ବାଇବଲ (CL) NT (BSI)20 ମନ୍ଦିରର ଦାନ ସଂଗ୍ରହ ବାକ୍ସଗୁଡ଼ିକ ରଖାଯାଇଥିବା କୋଠରୀରେ ଯୀଶୁ ଏସବୁ ବିଷୟ ଶିକ୍ଷା ଦେଉଥିଲେ, କିନ୍ତୁ ତାଙ୍କ ସମୟ ଆସି ନ ଥିବାରୁ କେହି ତାଙ୍କୁ ଗିରଫ କରିପାରିଲେ ନାହିଁ। Gade chapit laପବିତ୍ର ବାଇବଲ20 ଯୀଶୁ ଏସବୁ କଥା ମନ୍ଦିର ପରିସରରେ ଉପଦେଶ ଦେଲାବେଳେ କହିଲେ। ଦାନ ପାତ୍ରରେ ଦାନ ପକାଉଥିବା ସ୍ଥାନ ନିକଟରେ ଯୀଶୁ ଠିଆ ହୋଇଥିଲେ। କିନ୍ତୁ କେହି ଲୋକ ତାହାଙ୍କୁ ବନ୍ଦୀ କଲେ ନାହିଁ। ଯୀଶୁଙ୍କର ଉଚିତ୍ ସମୟ ସେପର୍ଯ୍ୟନ୍ତ ଆସି ନ ଥିଲା। Gade chapit la |