Biblia Todo Logo
Bib sou entènèt

- Piblisite -




ଯୋହନ 8:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସେଥିରେ ସେ ପୁନର୍ବାର ସେମାନଙ୍କୁ କହିଲେ, “ମୁଁ ଯାଉଅଛି, ଆଉ ତୁମ୍ଭେମାନେ ମୋତେ ଖୋଜିବ ଓ ଆପଣା ଆପଣା ପାପରେ ମରିବ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ସେଥିରେ ସେ ପୁନର୍ବାର ସେମାନଙ୍କୁ କହିଲେ, ମୁଁ ଯାଉଅଛି, ଆଉ ତୁମ୍ଭେମାନେ ମୋତେ ଖୋଜିବ ଓ ଆପଣା ଆପଣା ପାପରେ ମରିବ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁଯ।

Gade chapit la Kopi

ଓଡିଆ ବାଇବେଲ

21 ସେଥିରେ ସେ ପୁନର୍ବାର ସେମାନଙ୍କୁ କହିଲେ, ମୁଁ ଯାଉଅଛି, ଆଉ ତୁମ୍ଭେମାନେ ମୋତେ ଖୋଜିବ ଓ ଆପଣା ଆପଣା ପାପରେ ମରିବ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଯୀଶୁ ପୁଣି ସେମାନଙ୍କୁ କହିଲେ, “ମୁଁ ଚାଲି ଯାଉଛି, ତୁମ୍ଭେମାନେ ମୋତେ ଖୋଜିବ; କିନ୍ତୁ ନିଜ ନିଜ ପାପରେ ମରିବ। ମୁଁ ଯେଉଁଠାକୁ ଯାଉଛି, ସେଠାକୁ ତୁମ୍ଭେମାନେ ଯାଇପାରିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

21 ଯୀଶୁ ପୁନର୍ବାର ଲୋକମାନଙ୍କୁ କହିଲେ, “ମୁଁ ତୁମ୍ଭକୁ ଛାଡ଼ି ଗ୍ଭଲିଯିବି। ତୁମ୍ଭେ ମୋତେ ଖୋଜିବ। କିନ୍ତୁ ତୁମ୍ଭେ ନିଜ ପାପ ସହିତ ମରିବ। ମୁଁ ଯେଉଁ ସ୍ଥାନକୁ ଯାଉଛି, ତୁମ୍ଭେ ସେଠାକୁ ଯାଇପାରିବ ନାହିଁ।”

Gade chapit la Kopi




ଯୋହନ 8:21
21 Referans Kwoze  

ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ; ଆଉ, ମୁଁ ଯେଉଁଠାରେ ଥିବି, ତୁମ୍ଭେମାନେ ସେଠାକୁ ଆସିପାରିବ ନାହିଁ।”


ତେଣୁ ତୁମ୍ଭେମାନେ ଆପଣା ଆପଣା ପାପରେ ମରିବ, “ମୁଁ ତୁମ୍ଭମାନଙ୍କୁ ଏହା କହିଲି; କାରଣ ମୁଁ ଯେ ସେହି ବ୍ୟକ୍ତି, ଏହା ତୁମ୍ଭେମାନେ ବିଶ୍ୱାସ ନ କଲେ ଆପଣା ଆପଣା ପାପରେ ମରିବ।”


ବତ୍ସଗଣ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସାଙ୍ଗରେ ଅଛି। ତୁମ୍ଭେମାନେ ମୋହର ଅନ୍ୱେଷଣ କରିବ; ଆଉ ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତୁମ୍ଭେମାନେ ସେ ସ୍ଥାନକୁ ଯାଇ ପାର ନାହିଁ, ଏହା ମୁଁ ଯେପରି ଯିହୁଦୀମାନଙ୍କୁ କହିଲି, ସେହିପରି ଏବେ ତୁମ୍ଭମାନଙ୍କୁ ମଧ୍ୟ କହୁଅଛି।


ଏହି ସଂସାରର ଭାବାନୁସାରେ ପୁଣି, ଆକାଶମଣ୍ଡଳ ରାଜ୍ୟର ଅଧିପତି,


ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଆଉ ଅଳ୍ପ ସମୟ ମାତ୍ର ଜ୍ୟୋତିଃ ତୁମ୍ଭମାନଙ୍କ ମଧ୍ୟରେ ଅଛି। ଅନ୍ଧକାର ଯେପରି ତୁମ୍ଭମାନଙ୍କୁ ଗ୍ରାସ ନ କରେ, ଏଥିନିମନ୍ତେ ତୁମ୍ଭମାନଙ୍କ ନିକଟରେ ଜ୍ୟୋତିଃ ଥାଉ ଥାଉ ଗମନାଗମନ କର; ଯେ ଅନ୍ଧକାରରେ ଗମନାଗମନ କରେ, ସେ କେଉଁଠାକୁ ଯାଉଅଛି, ତାହା ଜାଣେ ନାହିଁ।


ସେ କେଉଁ ପ୍ରକାର ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ସେଥିର ସୂଚନା ଦେଇ ଏହା କହିଲେ।”


ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ।”


ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ,


କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ‘ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ,’ ତୁମ୍ଭେମାନେ ଏହି କଥା ନ କହିବା ପର୍ଯ୍ୟନ୍ତ ଆଜିଠାରୁ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ।”


ସେସମୟରୁ ସେସ୍ଥାନରେ ଅଳ୍ପ ଦିନର ଶିଶୁ କିଅବା ଅସମ୍ପୂର୍ଣ୍ଣାୟୁ ବୃଦ୍ଧ ଲୋକ ଆଉ ନ ଥିବ; କାରଣ ବାଳକ ଏକ ଶତ ବର୍ଷ ବୟଃକ୍ରମରେ ମରିବ ଓ ପାପୀ ଏକ ଶତ ବର୍ଷ ବୟସ୍କ ହୋଇ ଶାପଗ୍ରସ୍ତ ହେବ।


ଦୁଷ୍ଟ ଲୋକ ଆପଣା ମନ୍ଦକର୍ମରେ ବିନାଶ ହୁଏ, ମାତ୍ର ମରଣକାଳରେ ଧାର୍ମିକର ଆଶ୍ରୟ ଥାଏ।


ଦୁଷ୍ଟ ମଲେ, ତାହାର ଭରସା ନଷ୍ଟ ହୁଏ ଓ ଅଧାର୍ମିକମାନଙ୍କର ଆଶା ବିନଷ୍ଟ ହୁଏ।


ତାହାର ଅସ୍ଥି ତାହାର ଯୌବନରେ ପରିପୂର୍ଣ୍ଣ, ମାତ୍ର ତାହା ତାହା ସଙ୍ଗେ ଧୂଳିରେ ଶୟନ କରିବ।


ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଜୀବିତ ଥିବା ପ୍ରମାଣେ କହୁଅଛି, ମୋʼ ପ୍ରଭୁ ଆପଣଙ୍କୁ ଅନ୍ୱେଷଣ କରିବା ପାଇଁ ଯାହା ନିକଟକୁ ଲୋକ ପଠାଇ ନାହାନ୍ତି, ଏପରି କୌଣସି ଗୋଷ୍ଠୀ କିମ୍ବା ରାଜ୍ୟ ନାହିଁ। ପୁଣି, ‘ସେ ଏଠାରେ ନାହିଁ’ ବୋଲି ସେମାନେ କହିଲେ, ସେ ସେହି ରାଜ୍ୟ ଓ ଗୋଷ୍ଠୀକୁ ଆପଣଙ୍କୁ ଦେଖି ନ ଥିବା ବିଷୟରେ ଶପଥ କରାଇଲେ।


“ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ, ଆଉ ମୁଁ ଯେଉଁଠାରେ ଥିବି, ତୁମ୍ଭେମାନେ ସେଠାକୁ ଆସିପାରିବ ନାହିଁ,” ସେ ଏହି ଯେଉଁ କଥା କହିଲେ, ସେ କଅଣ?


Swiv nou:

Piblisite


Piblisite