Biblia Todo Logo
Bib sou entènèt

- Piblisite -




ଯୋହନ 8:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଅଧଃସ୍ଥାନରୁ ଉତ୍ପନ୍ନ, ମୁଁ ଊର୍ଦ୍ଧ୍ୱସ୍ଥାନରୁ ଉତ୍ପନ୍ନ; ତୁମ୍ଭେମାନେ ଜଗତରୁ ଉତ୍ପନ୍ନ, ମୁଁ ଜଗତରୁ ଉତ୍ପନ୍ନ ନୁହେଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଅଧଃସ୍ଥାନରୁ ଉତ୍ପନ୍ନ, ମୁଁ ଊର୍ଦ୍ଧ୍ଵସ୍ଥାନରୁ ଉତ୍ପନ୍ନ; ତୁମ୍ଭେମାନେ ଜଗତରୁ ଉତ୍ପନ୍ନ, ମୁଁ ଏ ଜଗତରୁ ଉତ୍ପନ୍ନ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

23 ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଅଧଃସ୍ଥାନରୁ ଉତ୍ପନ, ମୁଁ ଊର୍ଦ୍ଧ୍ୱସ୍ଥାନରୁ ଉତ୍ପନ; ତୁମ୍ଭେମାନେ ଜଗତରୁ ଉତ୍ପନ , ମୁଁ ଜଗତରୁ ଉତ୍ପନ ନୁହେଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ଯୀଶୁ ଏ କଥାର ଉତ୍ତର ଦେଇ କହିଲେ: “ତୁମ୍ଭେମାନେ ଏହି ଅଧଃଲୋକରୁ ଉତ୍ପନ୍ନ; ମୁଁ ଊଦ୍ଧ୍ୱର୍ଲୋକରୁ ଆସିଛି। ତୁମ୍ଭେମାନେ ଏହି ଜଗତର, ମୁଁ ନୁହେଁ।

Gade chapit la Kopi

ପବିତ୍ର ବାଇବଲ

23 କିନ୍ତୁ ଯୀଶୁ ସେହି ଯିହୂଦୀମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ସ୍ଥାନରୁ ସୃଷ୍ଟ, କିନ୍ତୁ ମୁଁ ଊର୍ଦ୍ଧ୍ୱରୁ ଆସିଛି। ତୁମ୍ଭେମାନେ ଏ ପୃଥିବୀର ଲୋକ, କିନ୍ତୁ ମୁଁ ପୃଥିବୀର ଲୋକ ନୁହେଁ।

Gade chapit la Kopi




ଯୋହନ 8:23
15 Referans Kwoze  

ଯେ ଊର୍ଦ୍ଧ୍ୱରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ; ଯେ ପୃଥିବୀରୁ ଉତ୍ପନ୍ନ, ସେ ପାର୍ଥିବ, ଆଉ ସେ ପାର୍ଥିବ କଥା କହେ; ଯେ ସ୍ୱର୍ଗରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ।


ମୁଁ ଯେପରି ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେପରି ଜଗତରୁ ଉତ୍ପନ୍ନ ନୁହଁନ୍ତି।


ମୁଁ ସେମାନଙ୍କୁ ତୁମ୍ଭର ବାକ୍ୟ ଦାନ କରିଅଛି, ଆଉ ଜଗତ ସେମାନଙ୍କୁ ଘୃଣା କରିଅଛି, କାରଣ ମୁଁ ଯେପରି ଏ ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେହିପରି ଏହି ଜଗତରୁ ଉତ୍ପନ୍ନ ନୁହଁନ୍ତି।


ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ବରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ।


ମନୁଷ୍ୟର କାର୍ଯ୍ୟ ବୁଝି ମୁଁ ତୁମ୍ଭ ଓଷ୍ଠାଧରର ବାକ୍ୟ ଦ୍ୱାରା ଦୁର୍ଜ୍ଜନର ପଥରୁ ଆପଣାକୁ ରକ୍ଷା କରିଅଛି।


ଆଉ, ଯେଉଁ ମନୁଷ୍ୟପୁତ୍ର ସ୍ୱର୍ଗରୁ ଅବତରଣ କଲେ, ତାହାଙ୍କ ବିନା ଆଉ କେହି ସ୍ୱର୍ଗାରୋହଣ କରି ନାହିଁ।


ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।


Swiv nou:

Piblisite


Piblisite