ଯୋହନ 8:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ କିଏ? ଯୀଶୁ ସେମାନଙ୍କୁ କହିଲେ, “ପ୍ରାରମ୍ଭରୁ ମୁଁ ତୁମ୍ଭମାନଙ୍କୁ ଯାହା କହିଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)25 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ କିଏ? ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ସଙ୍ଗରେ କଥା କହିଲେ ଲାଭ କଅଣ? Gade chapit laଓଡିଆ ବାଇବେଲ25 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ କିଏ ? ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ସଙ୍ଗରେ କଥା କହିଲେ ଲାଭ କ'ଣ ? Gade chapit laପବିତ୍ର ବାଇବଲ (CL) NT (BSI)25 ସେମାନେ ପଚାରିଲେ, “ତୁମେ କିଏ?” ଯୀଶୁ ଉତ୍ତର ଦେଲେ, “ସେ କଥା ମୁଁ ଆରମ୍ଭରୁ କହି ଆସିଛି। Gade chapit laପବିତ୍ର ବାଇବଲ25 ଯିହୂଦୀମାନେ ପଗ୍ଭରିଲେ, “ତୁମ୍ଭେ କିଏ, ଆମ୍ଭମାନଙ୍କୁ କୁହ।” ଯୀଶୁ ଉତ୍ତର ଦେଲେ, “ମୁଁ ନିଜ ବିଷୟରେ ପ୍ରଥମରୁ ଯାହା କହିଆସିଛି, ମୁଁ ସେହି। Gade chapit la |