Biblia Todo Logo
Bib sou entènèt

- Piblisite -




ଯୋହନ 8:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସେ ଯେ ପିତାଙ୍କ ସମ୍ବନ୍ଧରେ ସେମାନଙ୍କୁ କହୁଥିଲେ, ଏହା ସେମାନେ ବୁଝିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ସେ ଯେ ପିତାଙ୍କ ସମ୍ଵନ୍ଧରେ ସେମାନଙ୍କୁ କହୁଥିଲେ, ଏହା ସେମାନେ ବୁଝିଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

27 ସେ ଯେ ପିତାଙ୍କ ସମ୍ବନ୍ଧରେ ସେମାନଙ୍କୁ କହୁଥିଲେ, ଏହା ସେମାନେ ବୁଝିଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ପିତା ଈଶ୍ୱରଙ୍କୁ ଲକ୍ଷ୍ୟ କରି ଯୀଶୁ ଏକଥା କହୁଥିଲେ ବୋଲି ସେମାନେ ବୁଝିପାରିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

27 ଯୀଶୁ କାହା ବିଷୟରେ କହୁଥିଲେ, ଏ କଥା ଲୋକମାନେ ବୁଝି ନ ଥିଲେ। ଯୀଶୁ ପରମପିତାଙ୍କ ବିଷୟରେ କହୁଥିଲେ।

Gade chapit la Kopi




ଯୋହନ 8:27
9 Referans Kwoze  

ତହିଁରେ ସେ କହିଲେ, “ଯାଅ ଓ ଏହି ଗୋଷ୍ଠୀକୁ କୁହ, ‘ତୁମ୍ଭେମାନେ ଶୁଣୁଅଛ ନିଶ୍ଚୟ, ମାତ୍ର ବୁଝୁ ନାହଁ ଓ ଦେଖୁଅଛ ନିଶ୍ଚୟ, ମାତ୍ର ଜାଣୁ ନାହଁ।’


ଯେ ଈଶ୍ବରଙ୍କଠାରୁ ଉତ୍ପନ୍ନ, ସେ ଈଶ୍ବରଙ୍କ ବାକ୍ୟ ଶୁଣେ; ଏହି ହେତୁ ତୁମ୍ଭେମାନେ ଶୁଣୁ ନାହଁ, କାରଣ ତୁମ୍ଭେମାନେ ଈଶ୍ବରଙ୍କଠାରୁ ଉତ୍ପନ୍ନ ନୁହଁ।


ତୁମ୍ଭେମାନେ କାହିଁକି ମୋହର କଥା ବୁଝୁ ନାହଁ? ତୁମ୍ଭେମାନେ ତ ମୋହର ବାକ୍ୟ ଶୁଣି ପାରୁ ନାହଁ।


ଆମ୍ଭେମାନେ ଅନ୍ଧ ଲୋକ ପରି କାନ୍ଥ ପାଇଁ ଦରାଣ୍ଡି ହେଉ, ହଁ, ଚକ୍ଷୁହୀନ ଲୋକମାନଙ୍କ ପରି ଆମ୍ଭେମାନେ ଦରାଣ୍ଡି ହେଉ; ଆମ୍ଭେମାନେ ସନ୍ଧ୍ୟାବେଳ ପରି ମଧ୍ୟାହ୍ନ କାଳରେ ଝୁଣ୍ଟି ପଡ଼ୁ; ଆମ୍ଭେମାନେ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରେ ମୃତ ଲୋକଙ୍କ ପରି ଅଛୁ।


ତୁମ୍ଭମାନଙ୍କ ସମ୍ବନ୍ଧରେ କଥା କହିବାକୁ ଓ ବିଚାର କରିବାକୁ ମୋହର ଅନେକ ବିଷୟ ଅଛି; ଯାହା ହେଉ, ମୋହର ପ୍ରେରଣକର୍ତ୍ତା ସତ୍ୟ, ଆଉ ମୁଁ ତାହାଙ୍କଠାରୁ ଯାହା ଯାହା ଶ୍ରବଣ କଲି, ସେହିସବୁ ଜଗତକୁ ଜଣାଉଅଛି।”


ଅତଏବ, ଯୀଶୁ କହିଲେ, “ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କୁ ଗୌରବ ଦେବ, ସେତେବେଳେ ମୁଁ ଯେ ସେହି ବ୍ୟକ୍ତି ଓ ମୁଁ ନିଜରୁ କିଛି ନ କରି ବରଂ ପିତା ମୋତେ ଯେପ୍ରକାର ଶିକ୍ଷା ଦେଲେ, ସେହି ପ୍ରକାର ଏସମସ୍ତ କଥା ଯେ କହୁଅଛି, ଏହା ତୁମ୍ଭେମାନେ ବୁଝିବ।


Swiv nou:

Piblisite


Piblisite