Biblia Todo Logo
Bib sou entènèt

- Piblisite -




ଯୋହନ 8:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ସେ ଏହି ସମସ୍ତ କଥା କହନ୍ତେ, ଅନେକେ ଯୀଶୁଙ୍କଠାରେ ବିଶ୍ୱାସ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ସେ ଏହିସମସ୍ତ କଥା କହନ୍ତେ, ଅନେକେ ତାହାଙ୍କ-ଠାରେ ବିଶ୍ଵାସ କଲେ।

Gade chapit la Kopi

ଓଡିଆ ବାଇବେଲ

30 ସେ ଏହି ସମସ୍ତ କଥା କହନ୍ତେ, ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

30 ଯୀଶୁଙ୍କର ଏହି ସବୁ କଥା ଶୁଣି ଅନେକେ ତାଙ୍କଠାରେ ବିଶ୍ୱାସ କଲେ।

Gade chapit la Kopi

ପବିତ୍ର ବାଇବଲ

30 ଯୀଶୁ ଏ କଥା କହିଲା ବେଳେ ତାହାଙ୍କୁ ଅନେକ ଲୋକ ବିଶ୍ୱାସ କଲେ।

Gade chapit la Kopi




ଯୋହନ 8:30
5 Referans Kwoze  

କିନ୍ତୁ ଲୋକସମୂହ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କରି କହିବାକୁ ଲାଗିଲେ, ଏ ଯେ ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି, ଖ୍ରୀଷ୍ଟ ଆସି ତାହାଠାରୁ କଅଣ ଅଧିକ କରିବେ?


ଅତଏବ, ଯିହୁଦୀ ଲୋକମାନଙ୍କ ମଧ୍ୟରେ ଅନେକେ, ଅର୍ଥାତ୍‍ ଯେଉଁମାନେ ମରୀୟମଙ୍କ ନିକଟକୁ ଆସିଥିଲେ ଓ ଯୀଶୁଙ୍କ କର୍ମ ଦେଖିଥିଲେ, ସେମାନେ ତାହାଙ୍କଠାରେ ବିଶ୍ୱାସ କଲେ;


ଆଉ, ସେ ସ୍ଥାନରେ ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ।


ତେଣୁ ଲୋକମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ ଦେଖି କହିବାକୁ ଲାଗିଲେ, ଜଗତକୁ ଯେଉଁ ଭାବବାଦୀଙ୍କର ଆସିବାର ଥିଲା, ଏ ନିଶ୍ଚୟ ସେହି।


ନିସ୍ତାର ପର୍ବର ଉତ୍ସବ ସମୟରେ ସେ ଯିରୂଶାଲମ ସହରରେ ଥିବା ସମୟରେ ଅନେକେ ତାହାଙ୍କ ସାଧିତ ଆଶ୍ଚର୍ଯ୍ୟକର୍ମଗୁଡ଼ିକ ଦେଖି ତାହାଙ୍କ ନାମରେ ବିଶ୍ୱାସ କଲେ,


Swiv nou:

Piblisite


Piblisite