ଯୋହନ 8:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ସେମାନେ ତାହାଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଅବ୍ରହାମଙ୍କର ବଂଶ, ଆଉ କେବେ ହେଁ କାହାରି ଦାସ ହୋଇ ନାହୁଁ, ତେବେ ତୁମ୍ଭେମାନେ ମୁକ୍ତ ହେବ ବୋଲି ତୁମ୍ଭେ କିପରି କହୁଅଛ? Gade chapit laପବିତ୍ର ବାଇବଲ (Re-edited) - (BSI)33 ସେମାନେ ତାହାଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଅବ୍ରହାମଙ୍କର ବଂଶ, ଆଉ କେବେ ହେଁ କାହାରି ଦାସ ହୋଇ ନାହୁଁ, ତେବେ ତୁମ୍ଭେମାନେ ମୁକ୍ତ ହେବ ବୋଲି ତୁମ୍ଭେ କିପରି କହୁଅଛ? Gade chapit laଓଡିଆ ବାଇବେଲ33 ସେମାନେ ତାହାଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଅବ୍ରହାମଙ୍କର ବଂଶ, ଆଉ କେବେ ହେଁ କାହାରି ଦାସ ହୋଇ ନାହୁଁ, ତେବେ ତୁମ୍ଭେମାନେ ମୁକ୍ତ ହେବ ବୋଲି ତୁମ୍ଭେ କିପରି କହୁଅଛ ? Gade chapit laପବିତ୍ର ବାଇବଲ (CL) NT (BSI)33 ଇହୁଦୀମାନେ ଉତ୍ତର ଦେଇ କହିଲେ: “ଆମେ ଅବ୍ରହାମଙ୍କ ବଂଶଧର: ଆମେ କେବେ କାହାର ଦାସ ହୋଇ ରହି ନାହୁଁ। ତୁମେ କାହିଁକି କହୁଛ- ଆମେ ମୁକ୍ତ ହେବୁ- ଏ କଥାର ଅର୍ଥ କ’ଣ?” Gade chapit laପବିତ୍ର ବାଇବଲ33 ଯିହୂଦୀମାନେ ଉତ୍ତର ଦେଲେ, “ଆମ୍ଭେମାନେ ଅବ୍ରହାମଙ୍କ ବଂଶଧର। ଆମ୍ଭେ କେବେ ହେଲେ କ୍ରୀତଦାସ ହୋଇ ନାହୁଁ। ତେଣୁ ତୁମ୍ଭେ କାହିଁକି କହୁଛ ଯେ ଆମ୍ଭେ ମୁକ୍ତ ହେବୁ?” Gade chapit la |
କାରଣ ଆମ୍ଭେମାନେ ବନ୍ଦୀ ଲୋକ ଅଟୁ। ତଥାପି ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ପରିତ୍ୟାଗ କରି ନାହାନ୍ତି, ମାତ୍ର ଆମ୍ଭମାନଙ୍କୁ ଆଶ୍ୱାସ ଦେବା ପାଇଁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସ୍ଥାପନ କରିବା ପାଇଁ ଓ ତହିଁର ଭଗ୍ନ ସ୍ଥାନ ପୁନଃନିର୍ମାଣ କରିବା ପାଇଁ, ପୁଣି ଯିହୁଦା ଓ ଯିରୂଶାଲମରେ ଆମ୍ଭମାନଙ୍କୁ ଏକ ପ୍ରାଚୀର ଦେବା ପାଇଁ ସେ ପାରସ୍ୟ ରାଜାଗଣ ଦୃଷ୍ଟିରେ ଆମ୍ଭମାନଙ୍କ ପ୍ରତି ଦୟା ପ୍ରକାଶ କରିଅଛନ୍ତି।