Biblia Todo Logo
Bib sou entènèt

- Piblisite -




ଯୋହନ 8:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଦାସ ଅନନ୍ତକାଳ ଗୃହରେ ରହେ ନାହିଁ, ପୁତ୍ର ଅନନ୍ତକାଳ ରହେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ଦାସ ଚିରକାଳ ଗୃହରେ ରହେ ନାହିଁ, ପୁତ୍ର ଚିରକାଳ ରହେ।

Gade chapit la Kopi

ଓଡିଆ ବାଇବେଲ

35 ଦାସ ଅନନ୍ତକାଳ ଗୃହରେ ରହେ ନାହିଁ, ପୁତ୍ର ଅନନ୍ତକାଳ ରହେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

35 ଦାସ ସବୁ ସମୟ ପାଇଁ ପରିବାରର ଜଣେ ହୋଇ ରହେ ନାହିଁ। କିନ୍ତୁ ପରିବାରରେ ପୁତ୍ରର ସ୍ଥାନ ଚିରସ୍ଥାୟୀ।

Gade chapit la Kopi

ପବିତ୍ର ବାଇବଲ

35 ଜଣେ କ୍ରୀତଦାସ ଗୋଟିଏ ପରିବାରରେ ସର୍ବଦା ରହେ ନାହିଁ। କିନ୍ତୁ ଜଣେ ପୁତ୍ର ଗୋଟିଏ ପରିବାରଭୁକ୍ତ ହୋଇ ସବୁବେଳେ ରୁହେ।

Gade chapit la Kopi




ଯୋହନ 8:35
13 Referans Kwoze  

ସେଥିରେ ସେ ତାହାକୁ କହିଲେ, ପୁଅରେ, ତୁ ତ ସବୁବେଳେ ମୋ ସାଙ୍ଗରେ ଅଛୁ, ଆଉ ଯାହାସବୁ ମୋହର, ସେହିସବୁ ତୋହର;


ଏହେତୁ ସେ ଅବ୍ରହାମଙ୍କୁ କହିଲା, “ତୁମ୍ଭେ ଏହି ଦାସୀକୁ ଓ ଏହାର ପୁତ୍ରକୁ ଦୂର କରିଦିଅ; କାରଣ ଏହି ଦାସୀର ପୁତ୍ର ମୋହର ପୁତ୍ର ଇସ୍‌ହାକ ସହିତ ଉତ୍ତରାଧିକାରୀ ହେବ ନାହିଁ।”


ମାତ୍ର ସେ ଯଦି ଆପଣାର ଦାସମାନଙ୍କ ମଧ୍ୟରୁ ଜଣକୁ ଆପଣା ଉତ୍ତରାଧିକାରରୁ କିଛି ଦାନ କରନ୍ତି, ତେବେ ତାହା ମୁକ୍ତି ବର୍ଷ ପର୍ଯ୍ୟନ୍ତ ତାହାର ହେବ; ତହିଁ ଉତ୍ତାରେ ତାହା ଅଧିପତିଙ୍କର ହେବ; ତାଙ୍କ ଉତ୍ତରାଧିକାରୀତ୍ତ୍ୱ କେବଳ ତାଙ୍କ ପୁତ୍ରଗଣର ହେବ।


କାରଣ ତୁମ୍ଭେମାନେ ମରିଅଛ, ଆଉ ତୁମ୍ଭମାନଙ୍କର ଜୀବନ ଈଶ୍ବରଙ୍କଠାରେ ଖ୍ରୀଷ୍ଟଙ୍କ ସହିତ ଗୁପ୍ତ ଅଛି।


କିନ୍ତୁ ସେ ନିତ୍ୟସ୍ଥାୟୀ ହେବାରୁ ଅପରିବର୍ତ୍ତନୀୟ ଯାଜକତ୍ୱ ପ୍ରାପ୍ତ କରିଅଛନ୍ତି।


Swiv nou:

Piblisite


Piblisite