ଯୋହନ 8:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 କିନ୍ତୁ ଯେ ଈଶ୍ବରଙ୍କଠାରୁ ଶୁଣିଥିବା ସତ୍ୟ ତୁମ୍ଭମାନଙ୍କୁ କହୁଅଛି, ଏପରି ଲୋକ ଯେ ମୁଁ, ମୋତେ ତୁମ୍ଭେମାନେ ଏବେ ବଧ କରିବାକୁ ଚେଷ୍ଟା କରୁଅଛ; ଅବ୍ରହାମ ଏପରି କର୍ମ କଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)40 କିନ୍ତୁ ଯେ ଈଶ୍ଵରଙ୍କଠାରୁ ଶୁଣିଥିବା ସତ୍ୟ ତୁମ୍ଭମାନଙ୍କୁ କହୁଅଛି, ଏପରି ଲୋକ ଯେ ମୁଁ, ମୋତେ ତୁମ୍ଭେମାନେ ଏବେ ବଧ କରିବାକୁ ଚେଷ୍ଟା କରୁଅଛ; ଅବ୍ରହାମ ଏପରି କର୍ମ କଲେ ନାହିଁ। Gade chapit laଓଡିଆ ବାଇବେଲ40 କିନ୍ତୁ ଯେ ଈଶ୍ୱରଙ୍କଠାରୁ ଶୁଣିଥିବା ସତ୍ୟ ତୁମ୍ଭମାନଙ୍କୁ କହୁଅଛି, ଏପରିଲୋକ ଯେ ମୁଁ, ମୋତେ ତୁମ୍ଭେମାନେ ଏବେ ବଧ କରିବାକୁ ଚେଷ୍ଟା କରୁଅଛ; ଅବ୍ରହାମ ଏପରି କର୍ମ କଲେ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)40 ଈଶ୍ୱରଙ୍କଠାରୁ ଶୁଣିଥିବା ସତ୍ୟକୁ ପ୍ରକାଶ କରିବା ଛଡ଼ା ମୁଁ ଆଉ କିଛି କରେ ନାହିଁ; ଅଥଚ ତୁମ୍ଭେମାନେ ମୋତେ ପ୍ରାଣରେ ମାରି ଦେବାକୁ ଚେଷ୍ଟା କରୁଛ। ଅବ୍ରହାମ ଏଭଳି କାର୍ଯ୍ୟ କରି ନ ଥିଲେ। Gade chapit laପବିତ୍ର ବାଇବଲ40 ମୁଁ ତୁମ୍ଭକୁ ପରମେଶ୍ୱରଙ୍କଠାରୁ ଶୁଣିଥିବା ସତ୍ୟ କଥା କହୁଛି। କିନ୍ତୁ ତୁମ୍ଭେମାନେ ମୋତେ ହତ୍ୟା କରିବା ପାଇଁ ଚେଷ୍ଟା କରୁଛ। ଅବ୍ରହାମ କିନ୍ତୁ ସେହିପରି କିଛି କରି ନ ଥିଲେ। Gade chapit la |