ଯୋହନ 8:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ତୁମ୍ଭେମାନେ ତୁମ୍ଭମାନଙ୍କ ପିତାର କର୍ମସବୁ କରୁଅଛ।” ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ବ୍ୟଭିଚାରରୁ ଜାତ ହୋଇ ନାହୁଁ; ଆମ୍ଭମାନଙ୍କର ଏକମାତ୍ର ପିତା, ସେ ଈଶ୍ବର। Gade chapit laପବିତ୍ର ବାଇବଲ (Re-edited) - (BSI)41 ତୁମ୍ଭେମାନେ ତୁମ୍ଭମାନଙ୍କ ପିତାର କର୍ମସବୁ କରୁଅଛ। ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ବ୍ୟଭିଚାରରୁ ଜାତ ହୋଇ ନାହୁଁ; ଆମ୍ଭମାନଙ୍କର ଏକମାତ୍ର ପିତା, ସେ ଈଶ୍ଵର। Gade chapit laଓଡିଆ ବାଇବେଲ41 ତୁମ୍ଭେମାନେ ତୁମ୍ଭମାନଙ୍କ ପିତାର କର୍ମସବୁ କରୁଅଛ । ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ବ୍ୟଭିଚାରରୁ ଜାତ ହୋଇ ନାହୁଁ; ଆମ୍ଭମାନଙ୍କର ଏକମାତ୍ର ପିତା, ସେ ଈଶ୍ୱର । Gade chapit laପବିତ୍ର ବାଇବଲ (CL) NT (BSI)41 ତୁମ୍ଭମାନଙ୍କ ପିତା ଯାହା କରିଥିଲେ, ତୁମେ ତାହା କରୁଛ।” ସେମାନେ ଉତ୍ତର ଦେଇ କହିଲେ: “କେବଳ ଈଶ୍ୱର ଆମ୍ଭମାନଙ୍କର ପିତା- ଆମେ ତାଙ୍କର ପ୍ରକୃତ ସନ୍ତାନ।” Gade chapit laପବିତ୍ର ବାଇବଲ41 ତୁମ୍ଭେ ସବୁ ତୁମ୍ଭର ନିଜ ପିତା କରିଥିବା କାର୍ଯ୍ୟ ଗୁଡ଼ିକ କରୁଛ।” କିନ୍ତୁ ଯିହୂଦୀମାନେ କହିଲେ, “ଆମ୍ଭେ ସେ ଭଳି ସନ୍ତାନ ନୋହୁଁ, ଯେଉଁମାନେ ତାହାଙ୍କ ପିତାଙ୍କ ପରିଚୟ ଜାଣନ୍ତି ନାହିଁ। ପରମେଶ୍ୱର ଆମ୍ଭର ପରମପିତା। ସେ ଆମ୍ଭର ଏକମାତ୍ର ପରମପିତା।” Gade chapit la |