ଯୋହନ 8:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା। ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ। ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା। Gade chapit laପବିତ୍ର ବାଇବଲ (Re-edited) - (BSI)44 ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା। ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ। ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟା-ବାଦୀର ପିତା। Gade chapit laଓଡିଆ ବାଇବେଲ44 ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା । ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ । ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା । Gade chapit laପବିତ୍ର ବାଇବଲ (CL) NT (BSI)44 ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନର ସନ୍ତାନ; ତାହାର ଇଚ୍ଛା ଅନୁସାରେ କାର୍ଯ୍ୟ କରିବାକୁ ଲାଳାୟିତ। ସୃଷ୍ଟିର ଆରମ୍ଭରୁ ସେ ଥିଲା ନରହନ୍ତା। ସେ କେବେ ସତ୍ୟର ପକ୍ଷପାତୀ ନ ଥିଲା କାରଣ ତା’ଠାରେ ଲେଶମାତ୍ର ସତ୍ୟ ନାହିଁ। ମିଥ୍ୟା କହିବା ତା’ ପକ୍ଷରେ ସ୍ୱାଭାବିକ। କାରଣ ସେ ନିଜେ ମିଥ୍ୟାବାଦୀ ଓ ସକଳ ମିଥ୍ୟାର ଜନକ। Gade chapit laପବିତ୍ର ବାଇବଲ44 ଶୟତାନ ହେଉଛି ତୁମ୍ଭର ପିତା। ତୁମ୍ଭେ ତାହାର ଅଟ। ତୁମ୍ଭେ ତା'ର ଇଚ୍ଛା ଅନୁସାରେ କାର୍ଯ୍ୟ କରୁଛ। ପ୍ରଥମରୁ ସେ ଜଣେ ଖୁଣୀ। ସେ ସର୍ବଦା ସତ୍ୟର ବିରୁଦ୍ଧ। ତା’ ଭିତରେ କୌଣସି ସତ୍ୟତା ନାହିଁ। ସେ ତା'ର ସ୍ୱଭାବରୁ ମିଛୁଆ। ସେ ମିଥ୍ୟାବାଦୀ, ସେ ମିଥ୍ୟାର ଜନ୍ମଦାତା। Gade chapit la |