ଯୋହନ 8:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ମୋʼ ଠାରେ ପାପ ଅଛି ବୋଲି ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରମାଣ ଦେଉଅଛି? ମୁଁ ଯେବେ ସତ୍ୟ କହେ, ତେବେ ତୁମ୍ଭେମାନେ କାହିଁକି ମୋତେ ବିଶ୍ୱାସ କରୁ ନାହଁ? Gade chapit laପବିତ୍ର ବାଇବଲ (Re-edited) - (BSI)46 ମୋʼଠାରେ ପାପ ଅଛି ବୋଲି ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରମାଣ ଦେଉଅଛି? ମୁଁ ଯେବେ ସତ୍ୟ କହେ, ତେବେ ତୁମ୍ଭେମାନେ କାହିଁକି ମୋତେ ବିଶ୍ଵାସ କରୁ ନାହଁ? Gade chapit laଓଡିଆ ବାଇବେଲ46 ମୋ'ଠାରେ ପାପ ଅଛି ବୋଲି ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରମାଣ ଦେଉଅଛି ? ମୁଁ ଯେବେ ସତ୍ୟ କହେ, ତେବେ ତୁମ୍ଭେମାନେ କାହିଁକି ମୋତେ ବିଶ୍ୱାସ କରୁ ନାହଁ ? Gade chapit laପବିତ୍ର ବାଇବଲ (CL) NT (BSI)46 ମୁଁ ପାପୀ ବୋଲି ତୁମ ମଧ୍ୟରୁ କିଏ ପ୍ରମାଣ କରିପାରିବ? ମୁଁ ଯଦି ସତ୍ୟ କହେ, ମୋତେ ତୁମ୍ଭେମାନେ କାହିଁକି ବିଶ୍ୱାସ କରୁନାହଁ? Gade chapit laପବିତ୍ର ବାଇବଲ46 ତୁମ୍ଭମାନଙ୍କ ମଧ୍ୟରୁ କେହି ଜଣେ ଏ କଥା ପ୍ରମାଣ କରି ପାରିବ ଯେ, ମୁଁ ପାପ ପାଇଁ ଦୋଷୀ? ଯଦି ମୁଁ ସତ୍ୟ କହେ, ତେବେ ମୋତେ କାହିଁକି ବିଶ୍ୱାସ କରୁ ନାହଁ? Gade chapit la |