Biblia Todo Logo
Bib sou entènèt

- Piblisite -




ଯୋହନ 8:47 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 ଯେ ଈଶ୍ବରଙ୍କଠାରୁ ଉତ୍ପନ୍ନ, ସେ ଈଶ୍ବରଙ୍କ ବାକ୍ୟ ଶୁଣେ; ଏହି ହେତୁ ତୁମ୍ଭେମାନେ ଶୁଣୁ ନାହଁ, କାରଣ ତୁମ୍ଭେମାନେ ଈଶ୍ବରଙ୍କଠାରୁ ଉତ୍ପନ୍ନ ନୁହଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

47 ଯେ ଈଶ୍ଵରଙ୍କଠାରୁ ଉତ୍ପନ୍ନ, ସେ ଈଶ୍ଵରଙ୍କ ବାକ୍ୟ ଶୁଣେ; ଏହି ହେତୁ ତୁମ୍ଭେମାନେ ଶୁଣୁ ନାହଁ, କାରଣ ତୁମ୍ଭେମାନେ ଈଶ୍ଵରଙ୍କଠାରୁ ଉତ୍ପନ୍ନ ନୁହଁ।

Gade chapit la Kopi

ଓଡିଆ ବାଇବେଲ

47 ଯେ ଈଶ୍ୱରଙ୍କଠାରୁ ଉତ୍ପନ୍ନ, ସେ ଈଶ୍ୱରଙ୍କ ବାକ୍ୟ ଶୁଣେ; ଏହି ହେତୁ ତୁମ୍ଭେମାନେ ଶୁଣୁ ନାହଁ, କାରଣ ତୁମ୍ଭେମାନେ ଈଶ୍ୱରଙ୍କଠାରୁ ଉତ୍ପନ୍ନ ନୁହଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

47 ଯେ ଈଶ୍ୱରଙ୍କଠାରୁ ଜାତ, ସେ ଈଶ୍ୱରଙ୍କ କଥାରେ ମନୋଯୋଗୀ ହୁଏ। ତୁମ୍ଭେମାନେ ଈଶ୍ୱରଙ୍କଠାରୁ ଜାତ ନୁହଁ; ତେଣୁ ମୋ’ କଥାରେ ମନୋଯୋଗ କରୁ ନାହଁ।”

Gade chapit la Kopi

ପବିତ୍ର ବାଇବଲ

47 ଯେଉଁ ଲୋକ ପରମେଶ୍ୱରଙ୍କର, ସେ ପରମେଶ୍ୱର ଯାହା କହନ୍ତି ଗ୍ରହଣ କରେ। କିନ୍ତୁ ତୁମ୍ଭେ ପରମେଶ୍ୱରଙ୍କ କଥା ଗ୍ରହଣ କରୁ ନାହଁ, କାରଣ ତୁମ୍ଭେ ପରମେଶ୍ୱରଙ୍କର ନୁହଁ।”

Gade chapit la Kopi




ଯୋହନ 8:47
17 Referans Kwoze  

ଯେକେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ବରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି।


ସେଥିରେ ପୀଲାତ ତାହାଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କଅଣ ଜଣେ ରାଜା ନୁହଁ? ଯୀଶୁ ଉତ୍ତର ଦେଲେ, “ଆପଣ ତ କହୁଅଛନ୍ତି, ମୁଁ ଜଣେ ରାଜା। ମୁଁ ଯେପରି ସତ୍ୟ ପକ୍ଷରେ ସାକ୍ଷ୍ୟ ଦିଏ, ଏଥିନିମନ୍ତେ ମୁଁ ଜନ୍ମ ହୋଇଅଛି ଓ ଜଗତକୁ ଆସିଅଛି। ଯେ କେହି ସତ୍ୟର ସନ୍ତାନ, ସେ ମୋହର କଥା ଶୁଣେ।”


ଏଥିରେ କିଏ ଈଶ୍ବରଙ୍କ ସନ୍ତାନ ଓ କିଏ ଶୟତାନର ସନ୍ତାନ, ଏହା ପ୍ରକାଶିତ ହୁଏ; ଯେ କେହି ଧର୍ମାଚରଣ କରେ ନାହିଁ, କିଅବା ଆପଣା ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କଠାରୁ ଜାତ ନୁହେଁ।


କିନ୍ତୁ ମୁଁ ସତ୍ୟ କହିଥିବାରୁ ତୁମ୍ଭେମାନେ ମୋତେ ବିଶ୍ୱାସ କରୁ ନାହଁ।


ତୁମ୍ଭେମାନେ ଯେ ଅବ୍ରହାମଙ୍କର ବଂଶ, ତାହା ମୁଁ ଜାଣେ; କିନ୍ତୁ ମୋହର ବାକ୍ୟ ତୁମ୍ଭମାନଙ୍କ ଅନ୍ତରରେ ସ୍ଥାନ ନ ପାଇବାରୁ ତୁମ୍ଭେମାନେ ମୋତେ ବଧ କରିବାକୁ ଚେଷ୍ଟା କରୁଅଛ।


ତୁମ୍ଭେମାନେ କାହିଁକି ମୋହର କଥା ବୁଝୁ ନାହଁ? ତୁମ୍ଭେମାନେ ତ ମୋହର ବାକ୍ୟ ଶୁଣି ପାରୁ ନାହଁ।


ଆଉ ସେ କହିଲେ, “ଏହି ହେତୁ ମୁଁ ତୁମ୍ଭମାନଙ୍କୁ କହିଅଛି, ପିତାଙ୍କଠାରୁ ଅନୁଗ୍ରହ ଦତ୍ତ ନ ହେଲେ କେହି ମୋʼ ନିକଟକୁ ଆସିପାରେ ନାହିଁ।”


ପ୍ରିୟ ବନ୍ଧୁ, ତୁମ୍ଭେ ଦୁଷ୍କର୍ମର ଅନୁକାରୀ ନ ହୋଇ ସତ୍କର୍ମର ଅନୁକାରୀ ହୁଅ। ଯେ ସତ୍କର୍ମ କରେ, ସେ ଈଶ୍ବରଙ୍କଠାରୁ ଜାତ; ଯେ ଦୁଷ୍କର୍ମ କରେ, ସେ ଈଶ୍ବରଙ୍କୁ ଦର୍ଶନ କରି ନାହିଁ।


ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ବରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ।


ଅନେକେ ଆପଣାମାନଙ୍କୁ ପରିଷ୍କୃତ ଓ ଶୁକ୍ଳ କରିବେ ଓ ପବିତ୍ରୀକୃତ ହେବେ; ମାତ୍ର ଦୁଷ୍ଟମାନେ ଦୁଷ୍ଟାଚରଣ କରିବେ ଓ ଦୁଷ୍ଟମାନଙ୍କ ମଧ୍ୟରୁ କେହି ବୁଝିବେ ନାହିଁ; ମାତ୍ର ଜ୍ଞାନୀ ଲୋକମାନେ ବୁଝିବେ।


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ବରଙ୍କ ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ।


ଯେ ମୋତେ ଅଗ୍ରାହ୍ୟ କରେ ଓ ମୋହର ବାକ୍ୟ ଗ୍ରହଣ କରେ ନାହିଁ, ତାହାର ବିଚାରକର୍ତ୍ତା ଅଛି; ମୁଁ ଯେଉଁ ବାକ୍ୟ କହିଅଛି, ତାହା ଶେଷ ଦିନରେ ତାହାର ବିଚାର କରିବ।


Swiv nou:

Piblisite


Piblisite