Biblia Todo Logo
Bib sou entènèt

- Piblisite -




ଯୋହନ 8:49 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

49 ଯୀଶୁ ଉତ୍ତର ଦେଲେ, “ମୋତେ ଭୂତ ଲାଗି ନାହିଁ, କିନ୍ତୁ ମୁଁ ମୋହର ପିତାଙ୍କୁ ସମାଦର କରୁଅଛି, ଆଉ ତୁମ୍ଭେମାନେ ମୋତେ ଅନାଦର କରୁଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

49 ଯୀଶୁ ଉତ୍ତର ଦେଲେ, ମୋତେ ଭୂତ ଲାଗି ନାହିଁ, କିନ୍ତୁ ମୁଁ ମୋହର ପିତାଙ୍କୁ ସମାଦର କରୁଅଛି, ଆଉ ତୁମ୍ଭେମାନେ ମୋତେ ଅନାଦର କରୁଅଛ।

Gade chapit la Kopi

ଓଡିଆ ବାଇବେଲ

49 ଯୀଶୁ ଉତ୍ତର ଦେଲେ, ମୋତେ ଭୂତ ଲାଗି ନାହିଁ, କିନ୍ତୁ ମୁଁ ମୋହର ପିତାଙ୍କୁ ସମାଦର କରୁଅଛି, ଆଉ ତୁମ୍ଭେମାନେ ମୋତେ ଅନାଦର କରୁଅଛ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

49 ଯୀଶୁ ଉତ୍ତର ଦେଲେ: “ନା, ମୁଁ ଭୂତଗ୍ରସ୍ତ ନୁହେଁ। ମୁଁ ମୋ’ ପିତା ଈଶ୍ୱରଙ୍କୁ ସମ୍ମାନ ଦିଏ, କିନ୍ତୁ ତୁମ୍ଭେମାନେ ମୋତେ ଅପମାନ ଦେଉଛ।

Gade chapit la Kopi

ପବିତ୍ର ବାଇବଲ

49 ଯୀଶୁ ଉତ୍ତର ଦେଲେ, “ମୋ’ ଭିତରେ ଭୂତ ନାହିଁ। ମୁଁ ମୋ’ ପରମପିତାଙ୍କୁ ସମ୍ମାନ ଦିଏ। କିନ୍ତୁ ତୁମ୍ଭେ ମୋତେ ସମ୍ମାନ ଦେଉ ନାହଁ।

Gade chapit la Kopi




ଯୋହନ 8:49
16 Referans Kwoze  

ସେ ନିନ୍ଦା ପାଇବା ବଦଳରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ ସହ୍ୟ କରିବା ବଦଳରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତା ଈଶ୍ବରଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ;


ତୁମ୍ଭେ ମୋତେ ଯେଉଁ କର୍ମ କରିବାକୁ ଦେଇଅଛ, ତାହା ମୁଁ ସମାପ୍ତ କରି ପୃଥିବୀରେ ତୁମ୍ଭକୁ ମହିମାନ୍ୱିତ କରିଅଛି।


ପୁଣି, ପିତା ଯେପରି ପୁତ୍ରଙ୍କଠାରେ ମହିମାନ୍ୱିତ ହୁଅନ୍ତି, ଏଥିନିମନ୍ତେ ତୁମ୍ଭେମାନେ ମୋʼ ନାମରେ ଯାହା କିଛି ମାଗିବ, ତାହା ମୁଁ କରିବି।


କିନ୍ତୁ ଯୀଶୁ ତାହା ଶୁଣି କହିଲେ, “ଏହି ପୀଡ଼ା ମୃତ୍ୟୁ ନିମନ୍ତେ ନୁହେଁ, ମାତ୍ର ଈଶ୍ବରଙ୍କ ଗୌରବ ନିମନ୍ତେ, ଯେପରି ତଦ୍ୱାରା ଈଶ୍ବରଙ୍କ ପୁତ୍ର ଗୌରବପ୍ରାପ୍ତ ହୁଅନ୍ତି।”


ମୋହର ପ୍ରେରଣକର୍ତ୍ତା ମୋʼ ସାଙ୍ଗରେ ଅଛନ୍ତି; ସେ ମୋତେ ଏକାକୀ କରି ନାହାନ୍ତି, କାରଣ ମୁଁ ସର୍ବଦା ତାହାଙ୍କର ସନ୍ତୋଷଜନକ କାର୍ଯ୍ୟ କରେ।”


ପୁଣି, ସେ ମୋତେ କହିଲେ, “ତୁମ୍ଭେ ଆମ୍ଭର ଦାସ; ତୁମ୍ଭେ ଇସ୍ରାଏଲ, ତୁମ୍ଭ ଦ୍ୱାରା ଆମ୍ଭେ ମହିମାନ୍ୱିତ ହେବା।”


ସଦାପ୍ରଭୁ ଆପଣା ଧର୍ମ ସକାଶୁ ବ୍ୟବସ୍ଥାକୁ ମହତ ଓ ସମ୍ଭ୍ରାନ୍ତ କରିବାକୁ ସନ୍ତୁଷ୍ଟ ହେଲେ।


ପିତଃ, ଆପଣା ନାମ ମହିମାନ୍ୱିତ କର।” ସେଥିରେ ଆକାଶରୁ ଏହି ବାଣୀ ହେଲା, ଆମ୍ଭେ ତାହା ମହିମାନ୍ୱିତ କରିଅଛୁ, ଆଉ ପୁନର୍ବାର ମହିମାନ୍ୱିତ କରିବୁ।


ଲୋକସମୂହ ଉତ୍ତର ଦେଲେ, ତୁମକୁ ଭୂତ ଲାଗିଅଛି, କିଏ ତୁମକୁ ବଧ କରିବାକୁ ଚେଷ୍ଟା କରୁଅଛି?


ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ;


ପ୍ରକୃତି ନିଜେ କି ତୁମ୍ଭମାନଙ୍କୁ ଶିକ୍ଷା ଦିଏ ନାହିଁ ଯେ, ପୁରୁଷ ଦୀର୍ଘ କେଶ ରଖିଲେ ତାହା ପକ୍ଷରେ ତାହା ଅପମାନଜନକ,


ଅନାଦରରେ ବୁଣାଯାଏ, ଗୌରବାନ୍ୱିତ ହୋଇ ଉତ୍ଥିତ ହୁଏ; ଦୁର୍ବଳତାରେ ବୁଣାଯାଏ, ଶକ୍ତି ଦ୍ୱାରା ଉତ୍ଥିତ ହୁଏ;


Swiv nou:

Piblisite


Piblisite