ଯୋହନ 8:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏହିପରି ଲୋକମାନଙ୍କୁ ପଥର ଫୋପାଡ଼ି ମାରିବାକୁ ମୋଶା ଆମ୍ଭମାନଙ୍କୁ ବ୍ୟବସ୍ଥାରେ ଆଜ୍ଞା ଦେଇଅଛନ୍ତି; ତେବେ ଆପଣ କଅଣ କହୁଅଛନ୍ତି? Gade chapit laପବିତ୍ର ବାଇବଲ (Re-edited) - (BSI)5 ଏହିପରି ଲୋକମାନଙ୍କୁ ପଥର ଫୋପାଡ଼ି ମାରିବାକୁ ମୋଶା ଆମ୍ଭମାନଙ୍କୁ ବ୍ୟବସ୍ଥାରେ ଆଜ୍ଞା ଦେଇଅଛନ୍ତି; ତେବେ ଆପଣ କଅଣ କହୁଅଛନ୍ତି? Gade chapit laଓଡିଆ ବାଇବେଲ5 ଏହିପରି ଲୋକମାନଙ୍କୁ ପଥର ଫୋପାଡ଼ି ମାରିବାକୁ ମୋଶା ଆମ୍ଭମାନଙ୍କୁ ମୋଶାଙ୍କ ବ୍ୟବସ୍ଥାରେ ଆଜ୍ଞା ଦେଇଅଛନ୍ତି; ତେବେ ଆପଣ କ'ଣ କହୁଅଛନ୍ତି ? Gade chapit laପବିତ୍ର ବାଇବଲ (CL) NT (BSI)5 ଏଭଳି ସ୍ତ୍ରୀ ଲୋକକୁ ପଥର ପକାଇ ମାରି ଦେବା ପାଇଁ ମେଶା ଆମ ବ୍ୟବସ୍ଥାରେ ନିର୍ଦ୍ଦେଶ ଦେଇଛନ୍ତି। ଏ ବିଷୟରେ ଆପଣ କ’ଣ କହୁଛନ୍ତି?” Gade chapit laପବିତ୍ର ବାଇବଲ5 ମୋଶାଙ୍କର ବ୍ୟବସ୍ଥା ଆଦେଶ ଦିଏ ଯେ ଏଭଳି କାର୍ଯ୍ୟ କରୁଥିବା ପ୍ରତ୍ୟେକ ସ୍ତ୍ରୀକୁ ଆମ୍ଭେ ପଥର ଫୋପାଡ଼ି ମାରି ଦେବା ଉଚିତ୍। କିନ୍ତୁ ଆମ୍ଭେ କ'ଣ କରିବା ଉଚିତ୍ ବୋଲି ଆପଣ କହୁଛନ୍ତି?” Gade chapit la |