ଯୋହନ 8:53 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT53 ତୁ କଅଣ ଆମ୍ଭମାନଙ୍କ ପୂର୍ବପିତା ଅବ୍ରହାମଙ୍କ ଅପେକ୍ଷା ଶ୍ରେଷ୍ଠ? ସେ ତ ମୃତ୍ୟୁଭୋଗ କରିଅଛନ୍ତି, ଭାବବାଦୀମାନେ ମଧ୍ୟ ମୃତ୍ୟୁଭୋଗ କରିଅଛନ୍ତି; ତୁ ନିଜକୁ କିଏ ବୋଲି କହୁଅଛୁ? Gade chapit laପବିତ୍ର ବାଇବଲ (Re-edited) - (BSI)53 ତୁ କଅଣ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କ ଅପେକ୍ଷା ଶ୍ରେଷ୍ଠ? ସେ ତ ମୃତ୍ୟଭୋଗ କରିଅଛନ୍ତି, ଭାବବାଦୀମାନେ ମଧ୍ୟ ମୃତ୍ୟୁଭୋଗ କରିଅଛନ୍ତି; ତୁ ନିଜକୁ କିଏ ବୋଲି କହୁଅଛୁ? Gade chapit laଓଡିଆ ବାଇବେଲ53 ତୁ କ'ଣ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କ ଅପେକ୍ଷା ଶ୍ରେଷ୍ଠ? ସେ ତ ମୃତ୍ୟୁଭୋଗ କରିଅଛନ୍ତି, ଭାବବାଦୀମାନେ ମଧ୍ୟ ମୃତ୍ୟୁଭୋଗ କରିଅଛନ୍ତି; ତୁ ନିଜକୁ କିଏ ବୋଲି କହୁଅଛୁ ? Gade chapit laପବିତ୍ର ବାଇବଲ (CL) NT (BSI)53 ଆମ ପିତୃପୁରୁଷ ଅବ୍ରାହାମ ମରିଛନ୍ତି। ତୁମେ କ’ଣ ଅବ୍ରାହାମଙ୍କଠାରୁ ମହାନ୍ ବୋଲି ମନେ କରୁଛ? ଭାବବାଦୀମାନେ ମଧ୍ୟ ମରିଛନ୍ତି। ନିଜକୁ ତୁମେ କ’ଣ ବୋଲି ମନେ କରୁଛ?” Gade chapit laପବିତ୍ର ବାଇବଲ53 ତୁମ୍ଭେ କ'ଣ ଭାବୁଛ ଯେ ତୁମ୍ଭେ ଆମ୍ଭ ପିତା ଅବ୍ରହାମଙ୍କଠାରୁ ମହାନ୍? ଅବ୍ରହାମ ତ’ ମରିଗଲେ ଓ ଭବିଷ୍ୟଦ୍ବକ୍ତାମାନେ ମଧ୍ୟ ମରିଗଲେ। ତୁମ୍ଭେ ନିଜକୁ କିଏ ବୋଲି ଭାବୁଛ?” Gade chapit la |