Biblia Todo Logo
Bib sou entènèt

- Piblisite -




ଯୋହନ 8:57 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

57 ସେଥିରେ ଯିହୁଦୀମାନେ ତାହାଙ୍କୁ କହିଲେ, ତୁମ୍ଭକୁ ତ ଏଯାଏଁ ପଚାଶ ବର୍ଷ ବୟସ ହୋଇ ନାହିଁ, ତୁମ୍ଭେ କଅଣ ଅବ୍ରହାମଙ୍କୁ ଦେଖିଅଛ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

57 ସେଥିରେ ଯିହୁଦୀମାନେ ତାହାଙ୍କୁ କହିଲେ, ତୁମ୍ଭକୁ ତ ଏଯାଏ ପଚାଶ ବର୍ଷ ବୟସ ହୋଇ ନାହିଁ, ତୁମ୍ଭେ କଅଣ ଅବ୍ରହାମଙ୍କୁ ଦେଖିଅଛ?

Gade chapit la Kopi

ଓଡିଆ ବାଇବେଲ

57 ସେଥିରେ ଯିହୂଦୀମାନେ ତାହାଙ୍କୁ କହିଲେ, ତୁମ୍ଭକୁ ତ ଏଯାଏଁ ପଚାଶ ବର୍ଷ ବୟସ ହୋଇ ନାହିଁ, ତୁମ୍ଭେ କ'ଣ ଅବ୍ରହାମଙ୍କୁ ଦେଖିଅଛ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

57 ସେମାନେ ପଚାରିଲେ, “କ’ଣ, ତୁମକୁ ପଚାଶ ବର୍ଷ ମଧ୍ୟ ହୋଇ ନାହିଁ; ତୁମେ ଅବ୍ରାହାମଙ୍କୁ ଦେଖିଛ?”

Gade chapit la Kopi

ପବିତ୍ର ବାଇବଲ

57 ଯିହୂଦୀମାନେ ଯୀଶୁଙ୍କୁ କହିଲେ, “କ'ଣ ତୁମ୍ଭେ ଅବ୍ରହାମଙ୍କୁ କଦାପି ଦେଖି ନାହଁ! ତୁମ୍ଭର ବୟସ ତ ପଗ୍ଭଶ ବର୍ଷ ବି ନୁହେଁ।”

Gade chapit la Kopi




ଯୋହନ 8:57
2 Referans Kwoze  

ଆପଣ କିଏ, ଏହା ଯୋହନଙ୍କୁ ପଚାରିବା ନିମନ୍ତେ ଯିହୁଦୀ ନେତାମାନେ ଯେତେବେଳେ ଯିରୂଶାଲମ ସହରରୁ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ନିକଟକୁ ପଠାଇଲେ, ସେତେବେଳେ ସେ ଏହି ସାକ୍ଷ୍ୟ ଦେଲେ,


ଯୀଶୁ ସେମାନଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅବ୍ରହାମଙ୍କ ଜନ୍ମ ପୂର୍ବରୁ ମୁଁ ଅଛି।”


Swiv nou:

Piblisite


Piblisite