Biblia Todo Logo
Bib sou entènèt

- Piblisite -




ଯୋହନ 9:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଯେ ପୂର୍ବରେ ଅନ୍ଧ ଥିଲା, ସେମାନେ ତାହାକୁ ଫାରୂଶୀମାନଙ୍କ ନିକଟକୁ ଆଣିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଯେ ପୂର୍ବରେ ଅନ୍ଧ ଥିଲା, ସେମାନେ ତାହାକୁ ଫାରୂଶୀମାନଙ୍କ ନିକଟକୁ ଆଣିଲେ।

Gade chapit la Kopi

ଓଡିଆ ବାଇବେଲ

13 ଯେ ପୂର୍ବରେ ଅନ୍ଧ ଥିଲା, ସେମାନେ ତାହାକୁ ଫାରୂଶୀମାନଙ୍କ ନିକଟକୁ ଆଣିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଦୃଷ୍ଟି ଶକ୍ତି ପାଇଥିବା ସେହି ଜନ୍ମାନ୍ଧକୁ ଲୋକମାନେ ଫାରୁଶୀମାନଙ୍କ ନିକଟକୁ ନେଇଗଲେ।

Gade chapit la Kopi

ପବିତ୍ର ବାଇବଲ

13 ଏହା ପରେ ଲୋକମାନେ ସେ ଲୋକଟିକୁ ଫାରୂଶୀମାନଙ୍କ ପାଖକୁ ନେଇଗଲେ। ଏହି ଲୋକଟି ପୂର୍ବରୁ ଅନ୍ଧ ଥିଲା,

Gade chapit la Kopi




ଯୋହନ 9:13
7 Referans Kwoze  

ତଥାପି ଯିହୁଦୀ ନେତାମାନଙ୍କ ମଧ୍ୟରୁ ସୁଦ୍ଧା ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ, କିନ୍ତୁ କାଳେ ସେମାନେ ସମାଜଗୃହରୁ ବାହାର ହୁଅନ୍ତି, ଏଥିପାଇଁ ଫାରୂଶୀମାନଙ୍କ ହେତୁ ତାହା ସ୍ୱୀକାର କରୁ ନ ଥିଲେ,


ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କୁ ଧରିବା ଉଦ୍ଦେଶ୍ୟରେ, ସେ କେଉଁଠାରେ ଅଛନ୍ତି, ଏହା ଯଦି କେହି ଜାଣେ, ତାହା ପ୍ରକାଶ କରିବାକୁ ଆଜ୍ଞା ଦେଇଥିଲେ।


ସେଥିରେ ଫାରୂଶୀମାନେ ପରସ୍ପର କୁହାକୋହି ହେଲେ, ଦେଖୁଅଛ ତ, ତୁମ୍ଭମାନଙ୍କ ସମସ୍ତ ଚେଷ୍ଟା ବିଫଳ ହେଉଅଛି; ଦେଖ, ଜଗତଟାଯାକ ତାହାର ପଛରେ ଗଲେଣି।


ସେମାନେ ତାହାକୁ ପଚାରିଲେ, ସେ କାହିଁ? ସେ କହିଲା, ମୁଁ ଜାଣେ ନାହିଁ।


ଯୀଶୁ ଯେଉଁ ଦିନ କାଦୁଅ କରି ତାହାର ଆଖି ଫିଟାଇ ଦେଇଥିଲେ, ସେହି ଦିନ ବିଶ୍ରାମବାର।


Swiv nou:

Piblisite


Piblisite