ଯୋହନ 9:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯୀଶୁ ଯେଉଁ ଦିନ କାଦୁଅ କରି ତାହାର ଆଖି ଫିଟାଇ ଦେଇଥିଲେ, ସେହି ଦିନ ବିଶ୍ରାମବାର। Gade chapit laପବିତ୍ର ବାଇବଲ (Re-edited) - (BSI)14 ଯୀଶୁ ଯେଉଁ ଦିନ କାଦୁଅ କରି ତାହାର ଆଖି ଫିଟାଇ ଦେଇଥିଲେ, ସେହିଦିନ ବିଶ୍ରାମବାର। Gade chapit laଓଡିଆ ବାଇବେଲ14 ଯୀଶୁ ଯେଉଁ ଦିନ କାଦୁଅ କରି ତାହାର ଆଖି ଫିଟାଇ ଦେଇଥିଲେ, ସେହି ଦିନ ବିଶ୍ରାମବାର । Gade chapit laପବିତ୍ର ବାଇବଲ (CL) NT (BSI)14 ଯୀଶୁ ଯେଉଁ ଦିନ କାଦୁଅ କରି ତାକୁ ଦୃଷ୍ଟି ଶକ୍ତି ଦେଇଥିଲେ, ସେହି ଦିନ ଥିଲା ବିଶ୍ରାମବାର। Gade chapit laପବିତ୍ର ବାଇବଲ14 ଯୀଶୁ କାଦୁଅ କରିଥିଲେ ଓ ତା’ ଆଖି ସୁସ୍ଥ କରିଥିଲେ। ସେ ଏ କାର୍ଯ୍ୟ ବିଶ୍ରାମବାର ଦିନ କରିଥିଲେ। Gade chapit la |