ଯୋହନ 9:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଅତଏବ, ସେ କିପରି ଦୃଷ୍ଟି ପାଇଲା, ଏହା ଫାରୂଶୀମାନେ ମଧ୍ୟ ତାହାକୁ ଆଉ ଥରେ ପଚାରିବାକୁ ଲାଗିଲେ। ସେଥିରେ ସେ ସେମାନଙ୍କୁ କହିଲା, ସେ ମୋହର ଆଖିରେ କାଦୁଅ ଲଗାଇଦେଲେ, ପରେ ମୁଁ ଧୋଇ ହେଲି ଓ ଦେଖି ପାରୁଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)15 ଅତଏବ, ସେ କିପରି ଦୃଷ୍ଟି ପାଇଲା, ଏହା ଫାରୂଶୀମାନେ ମଧ୍ୟ ତାହାକୁ ଆଉ ଥରେ ପଚାରିବାକୁ ଲାଗିଲେ। ସେଥିରେ ସେ ସେମାନଙ୍କୁ କହିଲା, ସେ ମୋହର ଆଖିରେ କାଦୁଅ ଲଗାଇଦେଲେ, ପରେ ମୁଁ ଧୋଇ ହେଲି ଓ ଦେଖି ପାରୁଅଛି। Gade chapit laଓଡିଆ ବାଇବେଲ15 ଅତଏବ, ସେ କିପରି ଦୃଷ୍ଟି ପାଇଲା, ଏହା ଫାରୂଶୀମାନେ ମଧ୍ୟ ତାହାକୁ ଆଉ ଥରେ ପଚାରିବାକୁ ଲାଗିଲେ । ସେଥିରେ ସେ ସେମାନଙ୍କୁ କହିଲା, ସେ ମୋହର ଆଖିରେ କାଦୁଅ ଲଗାଇଦେଲେ, ପରେ ମୁଁ ଧୋଇ ହେଲି ଓ ଦେଖି ପାରୁଅଛି । Gade chapit laପବିତ୍ର ବାଇବଲ (CL) NT (BSI)15 ଫାରୁଶୀମାନେ ତାକୁ ପଚାରିଲେ, କିପରି ସେ ତା’ ଦୃଷ୍ଟି ଶକ୍ତି ପାଇଲା? ସେ ଉତ୍ତର ଦେଇ କହିଲା, “ମୋ’ ଆଖି ଉପରେ ସେ ଟିକିଏ କାଦୁଅ ଲଗାଇ ଦେଲେ, ମୁଁ ଯାଇ ମୁହଁ ଧୋଇ ଆସିଲି। ବର୍ତ୍ତମାନ ମୁଁ ଦେଖି ପାରୁଛି।” Gade chapit laପବିତ୍ର ବାଇବଲ15 ତେଣୁ ଫାରୂଶୀମାନେ ମଧ୍ୟ ସେ ଲୋକକୁ ପଗ୍ଭରିଲେ। “ତୁମ୍ଭେ କିପରି ଦୃଷ୍ଟିଶକ୍ତି ପାଇଲ?” ସେ କହିଲା, “ସେ ମୋ’ ଆଖିରେ କାଦୁଅ ଲଗେଇ ଦେଲେ। ଧୋଇବା ପରେ ମୁଁ ଏବେ ଦେଖି ପାରୁଛି।” Gade chapit la |