ଯୋହନ 9:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେ ଯେ ଅନ୍ଧ ଥିଲା ଆଉ ଦୃଷ୍ଟି ପାଇଅଛି, ସେହି ଦୃଷ୍ଟି ପାଇଥିବା ଲୋକର ପିତାମାତାଙ୍କୁ ଡାକି ନ ପଚାରିବା ପର୍ଯ୍ୟନ୍ତ କେତେକ ଯିହୁଦୀ ନେତାମାନେ ତାହା ସମ୍ବନ୍ଧରେ ଏହା ବିଶ୍ୱାସ କଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)18 ସେ ଯେ ଅନ୍ଧ ଥିଲା ଆଉ ଦୃଷ୍ଟି ପାଇଅଛି, ସେହି ଦୃଷ୍ଟି ପାଇଥିବା ଲୋକର ପିତାମାତାଙ୍କୁ ଡାକି ନ ପଚାରିବା ପର୍ଯ୍ୟନ୍ତ ଯିହୁଦୀମାନେ ତାହା ସମ୍ଵନ୍ଧରେ ଏହା ବିଶ୍ଵାସ କଲେ ନାହିଁ। Gade chapit laଓଡିଆ ବାଇବେଲ18 ସେ ଯେ ଅନ୍ଧ ଥିଲା ଆଉ ଦୃଷ୍ଟି ପାଇଅଛି, ସେହି ଦୃଷ୍ଟି ପାଇଥିବା ଲୋକର ପିତାମାତାଙ୍କୁ ଡାକି ନ ପଚାରିବା ପର୍ଯ୍ୟନ୍ତ ଯିହୂଦୀମାନେ ତାହା ସମ୍ବନ୍ଧରେ ଏହା ବିଶ୍ୱାସ କଲେ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)18 କିନ୍ତୁ ସେ ଯେ ଜନ୍ମରୁ ଅନ୍ଧ ଥିଲା ଓ ଏବେ ଦୃଷ୍ଟି ଶକ୍ତି ପାଇଛି, ଏ କଥା ତା’ ପିତାମାତାଙ୍କୁ ପଚାରି ନ ବୁଝିବାଯାଏ ଯିହୁଦୀ କର୍ତ୍ତୃପକ୍ଷମାନେ ବିଶ୍ୱାସ କରିବାକୁ ଚାହୁଁ ନ ଥିଲେ। Gade chapit laପବିତ୍ର ବାଇବଲ18 ଯିହୂଦୀମାନେ ତଥାପି ତାହାର ସୁସ୍ଥ ହେବା ବିଷୟ ବିଶ୍ୱାସ କଲେ ନାହିଁ। ସେ ଲୋକର ପିତାମାତାଙ୍କୁ ନ ଡାକିବା ପର୍ଯ୍ୟନ୍ତ ସେମାନେ ମୋଟେ ବିଶ୍ୱାସ କଲେ ନାହିଁ ଯେ, ସେ ଲୋକଟି ଅନ୍ଧ ଥିଲା ଓ ତାକୁ ସେ ଦେଖି ପାରୁଛି। Gade chapit la |