Biblia Todo Logo
Bib sou entènèt

- Piblisite -




ଯୋହନ 9:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସେମାନେ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କର ଯେଉଁ ପୁଅ ଅନ୍ଧ ହୋଇ ଜନ୍ମ ହୋଇଥିଲା ବୋଲି କହିଥାଅ, ଏ କଅଣ ତୁମ୍ଭମାନଙ୍କର ସେହି ପୁଅ? ତାହାହେଲେ ସେ କିପରି ଏବେ ଦେଖୁଅଛି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ସେମାନେ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କର ଯେଉଁ ପୁଅ ଅନ୍ଧ ହୋଇ ଜନ୍ମ ହୋଇଥିଲା ବୋଲି କହିଥାଅ, ଏ କଅଣ ତୁମ୍ଭମାନଙ୍କର ସେହି ପୁଅ? ତାହାହେଲେ ସେ କିପରି ଏବେ ଦେଖୁଅଛି?

Gade chapit la Kopi

ଓଡିଆ ବାଇବେଲ

19 ସେମାନେ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କର ଯେଉଁ ପୁଅ ଅନ୍ଧ ହୋଇ ଜନ୍ମ ହୋଇଥିଲା ବୋଲି କହିଥାଅ, ଏ କ'ଣ ତୁମ୍ଭମାନଙ୍କର ସେହି ପୁଅ ? ତାହାହେଲେ ସେ କିପରି ଏବେ ଦେଖୁଅଛି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ତେଣୁ ସେମାନେ ତା’ ପିତାମାତାଙ୍କୁ ପଚାରିଲେ, “ଏ କ’ଣ ତୁମ ପୁଅ? ସେ ଅନ୍ଧ ହୋଇ ଜନ୍ମ ହୋଇଥିଲା ବୋଲି କହୁଛ। ତେବେ ସେ ବର୍ତ୍ତମାନ ଦେଖିପାରୁଛି କିପରି?”

Gade chapit la Kopi

ପବିତ୍ର ବାଇବଲ

19 ଯିହୂଦୀମାନେ ତା'ର ପିତାମାତାଙ୍କୁ ପଗ୍ଭରିଲେ, “ଇଏ କ'ଣ ତୁମ୍ଭ ପୁଅ? ତୁମ୍ଭେ କହୁଛ ଯେ, ସେ ଜନ୍ମଠାରୁ ଅନ୍ଧ, ତେବେ ସେ ବର୍ତ୍ତମାନ କିପରି ଦେଖି ପାରୁଛି?”

Gade chapit la Kopi




ଯୋହନ 9:19
5 Referans Kwoze  

ଆଉ ସେହି ସୁସ୍ଥ ହୋଇଥିବା ଲୋକଟି ସେମାନଙ୍କ ସାଙ୍ଗରେ ଠିଆ ହୋଇଥିବାର ଦେଖି, ସେମାନଙ୍କ ବିରୁଦ୍ଧରେ କିଛି କହି ପାରିଲେ ନାହିଁ।


ଆଉ ଯେଉଁ ଜଣକ ମନ୍ଦିରର ସୁନ୍ଦର-ଦ୍ୱାର ନିକଟରେ ବସି ଭିକ୍ଷା ମାଗୁଥିଲା, ଏ ସେହି ଲୋକ ବୋଲି ସେମାନେ ଚିହ୍ନିଲେ, ପୁଣି, ତାʼ ପ୍ରତି ଯାହା ଘଟିଥିଲା, ତାହା ଦେଖି ସେମାନେ ଅତିଶୟ ବିସ୍ମୟାପନ୍ନ ଓ ଆଚମ୍ଭିତ ହେଲେ।


ସେ ଯେ ଅନ୍ଧ ଥିଲା ଆଉ ଦୃଷ୍ଟି ପାଇଅଛି, ସେହି ଦୃଷ୍ଟି ପାଇଥିବା ଲୋକର ପିତାମାତାଙ୍କୁ ଡାକି ନ ପଚାରିବା ପର୍ଯ୍ୟନ୍ତ କେତେକ ଯିହୁଦୀ ନେତାମାନେ ତାହା ସମ୍ବନ୍ଧରେ ଏହା ବିଶ୍ୱାସ କଲେ ନାହିଁ।


ସେଥିରେ ତାହାର ପିତାମାତା ଉତ୍ତର ଦେଲେ, ଏ ଯେ ଆମ୍ଭମାନଙ୍କର ପୁଅ ଓ ଏ ଯେ ଅନ୍ଧ ହୋଇ ଜନ୍ମ ହୋଇଥିଲା, ଏହା ଆମ୍ଭେମାନେ ଜାଣୁ;


Swiv nou:

Piblisite


Piblisite