ଯୋହନ 9:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ, ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, କିଏ ପାପ କରିବାରୁ ଏ ଅନ୍ଧ ହୋଇ ଜନ୍ମ ହେଲା? ନିଜେ ନା ଏହାର ପିତାମାତା? Gade chapit laପବିତ୍ର ବାଇବଲ (Re-edited) - (BSI)2 ଆଉ, ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, କିଏ ପାପ କରିବାରୁ ଏ ଅନ୍ଧ ହୋଇ ଜନ୍ମ ହେଲା? ନିଜେ ନା ଏହାର ବାପମା? Gade chapit laଓଡିଆ ବାଇବେଲ2 ଆଉ, ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, କିଏ ପାପ କରିବାରୁ ଏ ଅନ୍ଧ ହୋଇ ଜନ୍ମ ହେଲା ? ନିଜେ ନା ଏହାର ପିତାମାତା ? Gade chapit laପବିତ୍ର ବାଇବଲ (CL) NT (BSI)2 ଶିଷ୍ୟମାନେ ପଚାରିଲେ, “ଗୁରୁ, କାହାର ପାପ ଲାଗି ଏ ଲୋକଟି ଅନ୍ଧ ହୋଇ ଜନ୍ମ ହୋଇଛି- ତା’ ନିଜର ନା ତା’ ପିତାମାତାଙ୍କ ପାପ ଲାଗି?” Gade chapit laପବିତ୍ର ବାଇବଲ2 ଯୀଶୁଙ୍କର ଶିଷ୍ୟମାନେ ତାହାଙ୍କୁ ପଗ୍ଭରିଲେ, “ଗୁରୁ, ଏହି ଲୋକଟି ଜନ୍ମରୁ ଅନ୍ଧ କିନ୍ତୁ ସେ କାହାର ପାପ ହେତୁ ଅନ୍ଧ ହୋଇ ଜନ୍ମ ହେଲା? ଏହା ତା’ ନିଜର ପାପ ନା ତା’ ପିତାମାତାଙ୍କର?” Gade chapit la |