ଯୋହନ 9:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କିନ୍ତୁ ସେ କିପରି ଏବେ ଦେଖୁଅଛି, ତାହା ଜାଣୁ ନାହୁଁ, କିମ୍ବା କିଏ ତାହାର ଆଖି ଫିଟାଇଦେଲେ, ତାହା ମଧ୍ୟ ଆମ୍ଭେମାନେ ଜାଣୁ ନାହୁଁ; ତାହାକୁ ପଚାରନ୍ତୁ, ସେ ତ ବୟସପ୍ରାପ୍ତ, ସେ ଆପଣା କଥା ଆପେ କହିବ। Gade chapit laପବିତ୍ର ବାଇବଲ (Re-edited) - (BSI)21 କିନ୍ତୁ ସେ କିପରି ଏବେ ଦେଖୁଅଛି, ତାହା ଜାଣୁ ନାହିଁ, କିମ୍ଵା କିଏ ତାହାର ଆଖି ଫିଟାଇଦେଲେ, ତାହା ମଧ୍ୟ ଆମ୍ଭେମାନେ ଜାଣୁ ନାହିଁ; ତାହାକୁ ପଚାରନ୍ତୁ, ସେ ତ ବୟସପ୍ରାପ୍ତ, ସେ ଆପଣା କଥା ଆପେ କହିବ। Gade chapit laଓଡିଆ ବାଇବେଲ21 କିନ୍ତୁ ସେ କିପରି ଏବେ ଦେଖୁଅଛି, ତାହା ଜାଣୁ ନାହିଁ, କିମ୍ବା କିଏ ତାହାର ଆଖି ଫିଟାଇଦେଲେ, ତାହା ମଧ୍ୟ ଆମ୍ଭେମାନେ ଜାଣୁ ନାହୁଁ; ତାହାକୁ ପଚାରନ୍ତୁ, ସେ ତ ବୟସପ୍ରାପ୍ତ, ସେ ଆପଣା କଥା ଆପେ କହିବ । Gade chapit laପବିତ୍ର ବାଇବଲ (CL) NT (BSI)21 କିନ୍ତୁ ବର୍ତ୍ତମାନ ସେ କିପରି ଦେଖି ପାରୁଛି, ପୁଣି କିଏ ତାକୁ ଦୃଷ୍ଟି ଶକ୍ତି ଦେଇଛନ୍ତି, ଆମେ ତା’ ଜାଣୁନା। ତା’ର ବୟସ ହେଉଛି, ତାକୁ ପଚାର। ସେ ନିଜେ ନିଜ କଥା କହି ପାରିବା।” Gade chapit laପବିତ୍ର ବାଇବଲ21 କିନ୍ତୁ ଆମ୍ଭେ ଜାଣିନୁ, ସେ ଏବେ କିପରି ଦେଖି ପାରୁଛି? ତାକୁ କିଏ ତା'ର ଦୃଷ୍ଟିଶକ୍ତି ଦେଲା। ତାହା ଆମ୍ଭେ ଜାଣି ନାହୁଁ। ତାକୁ ପଗ୍ଭର। ନିଜ କଥା ନିଜେ କହିବା ପାଇଁ ତା'ର ବୟସ ହେଲାଣି।” Gade chapit la |