Biblia Todo Logo
Bib sou entènèt

- Piblisite -




ଯୋହନ 9:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସେଥିରେ ସେ ଉତ୍ତର ଦେଲା, ସେ ପାପୀ କି ନୁହେଁ, ମୁଁ ତାହା ଜାଣେ ନାହିଁ; ମୁଁ ଗୋଟିଏ ବିଷୟ ଜାଣେ, ମୁଁ ଅନ୍ଧ ଥିଲି, ଏବେ ଦେଖି ପାରୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ସେଥିରେ ସେ ଉତ୍ତର ଦେଲା, ସେ ପାପୀ କି ନୁହେଁ, ମୁଁ ତାହା ଜାଣେ ନାହିଁ; ମୁଁ ଗୋଟିଏ ବିଷୟ ଜାଣେ, ମୁଁ ଅନ୍ଧ ଥିଲି, ଏବେ ଦେଖି ପାରୁଅଛି।

Gade chapit la Kopi

ଓଡିଆ ବାଇବେଲ

25 ସେଥିରେ ସେ ଉତ୍ତର ଦେଲା, ସେ ପାପୀ କି ନୁହେଁ, ମୁଁ ତାହା ଜାଣେ ନାହିଁ; ମୁଁ ଗୋଟିଏ ବିଷୟ ଜାଣେ, ମୁଁ ଅନ୍ଧ ଥିଲି, ଏବେ ଦେଖି ପାରୁଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ଲୋକଟି ଉତ୍ତର ଦେଲା, “ସେ ପାପୀକି ନୁହେଁ, ମୁଁ ଜାଣେ ନାହିଁ। କେବଳ ଗୋଟିଏ କଥା ଜାଣେ, ମୁଁ ଅନ୍ଧ ଥିଲି, ଏବେ ଦେଖିପାରୁଛି।”

Gade chapit la Kopi

ପବିତ୍ର ବାଇବଲ

25 ଲୋକଟି ଉତ୍ତର ଦେଲା, “ସେ ପାପୀ କି ନୁହେଁ, ମୁଁ ଜାଣି ନାହିଁ। କିନ୍ତୁ ମୁଁ ଅନ୍ଧ ଥିଲି ଓ ବର୍ତ୍ତମାନ ଦେଖି ପାରୁଛି।”

Gade chapit la Kopi




ଯୋହନ 9:25
5 Referans Kwoze  

ଯେ ଈଶ୍ବରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଈଶ୍ବରଙ୍କ ସାକ୍ଷ୍ୟ ବିଶ୍ୱାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ବର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ୱାସ କରି ନାହିଁ।


ସେହି ଲୋକଟି ସେମାନଙ୍କୁ ଉତ୍ତର ଦେଲା, ସେ ମୋହର ଆଖି ଫିଟାଇଦେଲେ, ଆଉ ସେ କେଉଁଠାରୁ ଆସିଅଛନ୍ତି, ତାହା ଆପଣମାନେ ଜାଣନ୍ତି ନାହିଁ, ଏ ତ ଆଶ୍ଚର୍ଯ୍ୟ କଥା।


କିନ୍ତୁ, ସେ ସେମାନଙ୍କୁ ଉତ୍ତର ଦେଲା, ଯେ ମୋତେ ସୁସ୍ଥ କଲେ, ସେ ମୋତେ କହିଲେ, “ତୁମ୍ଭର ଖଟିଆ ଘେନି ଚାଲ।”


ସେଥିରେ ପୂର୍ବରେ ଅନ୍ଧ ଥିବା ଲୋକକୁ ସେମାନେ ଦ୍ୱିତୀୟ ଥର ଡାକି କହିଲେ, ଈଶ୍ବରଙ୍କୁ ଗୌରବ ଦିଅ, ସେ ଲୋକଟା ଯେ ପାପୀ, ଏହା ଆମ୍ଭେମାନେ ଜାଣୁ।


ତେଣୁ ସେମାନେ ତାହାକୁ କହିଲେ, ସେ ତୋତେ କଅଣ କଲା? ସେ କିପ୍ରକାରେ ତୋର ଆଖି ଫିଟାଇଦେଲା?


Swiv nou:

Piblisite


Piblisite