ଯୋହନ 9:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଆମ୍ଭେମାନେ ଜାଣୁ ଯେ, ଈଶ୍ବର ମୋଶାଙ୍କୁ କଥା କହିଅଛନ୍ତି, କିନ୍ତୁ ଏ ଲୋକଟା କେଉଁଠାରୁ ଆସିଅଛି, ତାହା ଆମ୍ଭେମାନେ ଜାଣୁ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)29 ଆମ୍ଭେମାନେ ଜାଣୁ ଯେ, ଈଶ୍ଵର ମୋଶାଙ୍କୁ କଥା କହିଅଛନ୍ତି, କିନ୍ତୁ ଏ ଲୋକଟା କେଉଁଠାରୁ ଆସିଅଛି, ତାହା ଆମ୍ଭେମାନେ ଜାଣୁ ନାହିଁ। Gade chapit laଓଡିଆ ବାଇବେଲ29 ଆମ୍ଭେମାନେ ଜାଣୁ ଯେ, ଈଶ୍ୱର ମୋଶାଙ୍କୁ କଥା କହିଅଛନ୍ତି, କିନ୍ତୁ ଏ ଲୋକଟା କେଉଁଠାରୁ ଆସିଅଛି, ତାହା ଆମ୍ଭେମାନେ ଜାଣୁ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)29 ଆମେ ଜାଣୁ, ଈଶ୍ୱର ମୋଶାଙ୍କ ସହିତ କଥାବର୍ତ୍ତା କରିଥିଲେ। କିନ୍ତୁ ସେହି ଲୋକ କେଉଁଠାରୁ ଆସିଛି, ତା’ ମଧ୍ୟ ଆମେ ଜାଣୁନା।” Gade chapit laପବିତ୍ର ବାଇବଲ29 ଆମ୍ଭେ ଜାଣୁ, ପରମେଶ୍ୱର ମୋଶାଙ୍କୁ କଥା କହିଛନ୍ତି। କିଏ ଏ ଲୋକ କେଉଁଠାରୁ ଆସିଛି, ଆମ୍ଭେ ତାହା ସୁଦ୍ଧା ଜାଣି ନାହୁଁ।” Gade chapit la |