ଯୋହନ 9:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଈଶ୍ବର ଯେ ପାପୀମାନଙ୍କ କଥା ଶୁଣନ୍ତି ନାହିଁ, ଏହା ଆମ୍ଭେମାନେ ଜାଣୁ, କିନ୍ତୁ ଯଦି କେହି ଈଶ୍ବରଭକ୍ତ ହୋଇ ତାହାଙ୍କର ଇଚ୍ଛା ସାଧନ କରେ, ତାହାହେଲେ ସେ ତାହାର କଥା ଶୁଣନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)31 ଈଶ୍ଵର ଯେ ପାପୀମାନଙ୍କ କଥା ଶୁଣନ୍ତି ନାହିଁ , ଏହା ଆମ୍ଭେମାନେ ଜାଣୁ, କିନ୍ତୁ ଯଦି କେହି ଈଶ୍ଵରଭକ୍ତ ହୋଇ ତାହାଙ୍କର ଇଚ୍ଛା ସାଧନ କରେ, ତାହାହେଲେ ସେ ତାʼର କଥା ଶୁଣନ୍ତି। Gade chapit laଓଡିଆ ବାଇବେଲ31 ଈଶ୍ୱର ଯେ ପାପୀମାନଙ୍କ କଥା ଶୁଣନ୍ତି ନାହିଁ, ଏହା ଆମ୍ଭେମାନେ ଜାଣୁ, କିନ୍ତୁ ଯଦି କେହି ଈଶ୍ୱରଭକ୍ତ ହୋଇ ତାହାଙ୍କର ଇଚ୍ଛା ସାଧନ କରେ, ତାହାହେଲେ ସେ ତା'ର କଥା ଶୁଣନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)31 ଆମେ ସମସ୍ତେ ଜାଣୁ, ଈଶ୍ୱର ପାପୀମାନଢ଼ଙ୍କ କଥା ଶୁଣନ୍ତି ନାହିଁ। ଯେଉଁମାନେ ଈଶ୍ୱରଙ୍କୁ ଭକ୍ତି କରନ୍ତି ଓ ତାଙ୍କ ଇଚ୍ଛା ଅନୁଯାୟୀ କାମ କରନ୍ତି, ଈଶ୍ୱର କେବଳ ସେମାନଙ୍କ କଥା ଶୁଣନ୍ତି। Gade chapit laପବିତ୍ର ବାଇବଲ31 ଆମ୍ଭେ ସମସ୍ତେ ଜାଣୁ ଯେ, ପରମେଶ୍ୱର ପାପୀଙ୍କ କଥା ଶୁଣନ୍ତି ନାହିଁ। କିନ୍ତୁ ଯେଉଁ ଲୋକ ପରମେଶ୍ୱରଙ୍କ ଉପାସନା କରେ ଓ ତାହାଙ୍କ କଥା ପାଳନ କରେ ପରମେଶ୍ୱର ତା'ର କଥା ଶୁଣନ୍ତି। Gade chapit la |
ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ସାତ ବୃଷ ଓ ସାତ ମେଷ ନେଇ ଆମ୍ଭ ଦାସ ଆୟୁବ ନିକଟକୁ ଯାଅ ଓ ଆପଣାମାନଙ୍କ ନିମନ୍ତେ ହୋମବଳି ରୂପେ ତାହା ଉତ୍ସର୍ଗ କର, ତହିଁରେ ଆମ୍ଭ ଦାସ ଆୟୁବ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବ; କାରଣ ଆମ୍ଭେ ତାହାକୁ ଗ୍ରାହ୍ୟ କରି ତୁମ୍ଭମାନଙ୍କ ମୂର୍ଖତା ପ୍ରମାଣେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା ନାହିଁ; ଯେହେତୁ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ।”