Biblia Todo Logo
Bib sou entènèt

- Piblisite -




ଯୋହନ 9:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 କେହି ଯେ ଜନ୍ମାନ୍ଧର ଚକ୍ଷୁ ଫିଟାଇଦେଲା, ଏହା ତ କଦାପି ଶୁଣାଯାଇ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 କେହି ଯେ ଜନ୍ମାନ୍ଧର ଚକ୍ଷୁ ଫିଟାଇଦେଲା, ଏହା ତ କେବେହେଲେ ଶୁଣାଯାଇ ନ ଥିଲା।

Gade chapit la Kopi

ଓଡିଆ ବାଇବେଲ

32 କେହି ଯେ ଜନ୍ମାନ୍ଧର ଚକ୍ଷୁ ଫିଟାଇଦେଲା, ଏହା ତ କଦାପି ଶୁଣାଯାଇ ନ ଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

32 ସୃଷ୍ଟିର ଆରମ୍ଭରୁ କେହି ଅନ୍ଧକୁ ଦୃଷ୍ଟି ଶକ୍ତି ଦେବା କଥା କେବେ ଶୁଣାଯାଇ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ

32 ଆଜି ପର୍ଯ୍ୟନ୍ତ କେହି କେବେ ଜଣେ ଜନ୍ମ ଅନ୍ଧର ଆଖି ଖୋଲି ପାରି ନ ଥିଲେ।

Gade chapit la Kopi




ଯୋହନ 9:32
7 Referans Kwoze  

କାରଣ ଯେ ଆପଣା ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ବିଷୟ ଶୁଣି ନାହାନ୍ତି, ଅଥବା କର୍ଣ୍ଣ ଜ୍ଞାତ ହୋଇ ନାହିଁ, କିଅବା ଚକ୍ଷୁ ଦେଖି ନାହିଁ।


ସେତେବେଳେ ବିଦ୍ୟୁତ୍, ବିଭିନ୍ନ ସ୍ୱର ଓ ବଜ୍ରଧ୍ୱନୀ ହେଲା, ପୁଣି, ମହା ଭୂମିକମ୍ପ ହେଲା; ପୃଥିବୀରେ ମନୁଷ୍ୟ ସୃଷ୍ଟ ହେବା ସମୟଠାରୁ ଏପରି ଭୟଙ୍କର ଭୂମିକମ୍ପ ଆଉ କେବେ ହୋଇ ନ ଥିଲା।


ପ୍ରାଚୀନକାଳରୁ ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା ଯେପରି କହିଥିଲେ,


ତୁମ୍ଭେ କʼଣ ଏହା ଜାଣ ନାହିଁ ଯେ, ପୁରାତନ କାଳରୁ, ପୃଥିବୀରେ ମନୁଷ୍ୟର ସ୍ଥାପନଠାରୁ


ଈଶ୍ବର ଯେ ପାପୀମାନଙ୍କ କଥା ଶୁଣନ୍ତି ନାହିଁ, ଏହା ଆମ୍ଭେମାନେ ଜାଣୁ, କିନ୍ତୁ ଯଦି କେହି ଈଶ୍ବରଭକ୍ତ ହୋଇ ତାହାଙ୍କର ଇଚ୍ଛା ସାଧନ କରେ, ତାହାହେଲେ ସେ ତାହାର କଥା ଶୁଣନ୍ତି।


ଏ ଈଶ୍ବରଙ୍କଠାରୁ ଆସି ନ ଥିଲେ କିଛି କରିପାରନ୍ତେ ନାହିଁ।


ଅନ୍ୟମାନେ କହିଲେ, ଏହିସବୁ କଥା ତ ଭୂତ ଲାଗିଥିବା ବ୍ୟକ୍ତିର ନୁହେଁ; ଭୂତ କଅଣ ଅନ୍ଧବ୍ୟକ୍ତିର ଆଖି ଫିଟାଇପାରେ?


Swiv nou:

Piblisite


Piblisite